୧୬ ନକ୍ସଲ ଗିରଫ

ମାଲକାନଗିରି (ଓଡ଼ିଶା ରିପୋର୍ଟର): ଲାଲବାହିନୀକୁ ଝଟକା। ମାଲକାନଗିରି ସୀମାନ୍ତ ଛତିଶଗଡ଼ ସୁକମା ଅଞ୍ଚଳରୁ ୧୬ ଜଣ ନକ୍ସଲଙ୍କୁ ଗିରଫ କରାଯାଇଛି। ସେମାନଙ୍କ ମଧ୍ୟରେ ଦୁଇ ଜଣ ମହିଳା ଥିବା ଜଣାପଡ଼ିଛି। ମିନିପା ଜଙ୍ଗଲରେ ନକ୍ସଲ କ୍ୟାମ୍ପ ଚାଲିଥିବା ସୂଚନା ପାଇ ଛତିଶଗଡ଼ ପୁଲିସ୍‌ ପକ୍ଷରୁ କମ୍ବିଂ ଅପରେସନ୍‌ କରିଥିଲା। ପୁଲିସକୁ ଦେଖି ନକ୍ସଲମାନେ ଛତ୍ରଭଙ୍ଗ ଦେଇଥିଲେ। ତେବେ ପୁଲିସ୍‌ ଜଣଙ୍କୁ ଧରିବାରେ ସଫଳ ହୋଇଥିଲା। ପୁଲିସ୍ ବହୁ ବିସ୍ଫୋରକ ସାମଗ୍ରୀ ମଧ୍ୟ ଜବତ କରିଛି। ଚିନ୍ତାଗୁଫାରେ ୨୫ଜଣ […]

mao

mao

Jitendra Garnayak
  • Published: Monday, 08 October 2018
  • Updated: 08 October 2018, 12:14 PM IST

Sports

Latest News

ମାଲକାନଗିରି (ଓଡ଼ିଶା ରିପୋର୍ଟର): ଲାଲବାହିନୀକୁ ଝଟକା। ମାଲକାନଗିରି ସୀମାନ୍ତ ଛତିଶଗଡ଼ ସୁକମା ଅଞ୍ଚଳରୁ ୧୬ ଜଣ ନକ୍ସଲଙ୍କୁ ଗିରଫ କରାଯାଇଛି। ସେମାନଙ୍କ ମଧ୍ୟରେ ଦୁଇ ଜଣ ମହିଳା ଥିବା ଜଣାପଡ଼ିଛି।

ମିନିପା ଜଙ୍ଗଲରେ ନକ୍ସଲ କ୍ୟାମ୍ପ ଚାଲିଥିବା ସୂଚନା ପାଇ ଛତିଶଗଡ଼ ପୁଲିସ୍‌ ପକ୍ଷରୁ କମ୍ବିଂ ଅପରେସନ୍‌ କରିଥିଲା। ପୁଲିସକୁ ଦେଖି ନକ୍ସଲମାନେ ଛତ୍ରଭଙ୍ଗ ଦେଇଥିଲେ। ତେବେ ପୁଲିସ୍‌ ଜଣଙ୍କୁ ଧରିବାରେ ସଫଳ ହୋଇଥିଲା। ପୁଲିସ୍ ବହୁ ବିସ୍ଫୋରକ ସାମଗ୍ରୀ ମଧ୍ୟ ଜବତ କରିଛି।

explosiveଚିନ୍ତାଗୁଫାରେ ୨୫ଜଣ ଯବାନଙ୍କ ହତ୍ୟା ଘଟଣାରେ ଏହି ନକ୍ସଲମାନଙ୍କ ସମ୍ପୃକ୍ତି ଥିବା ଜଣାପଡ଼ିଛି।

https://youtu.be/EFaIaiPG6GI

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story