କଟକ(ଓଡ଼ିଶା ରିପୋର୍ଟର):କଟକ ସହରରୁ ୧୬ ନୂଆ ପଜିଟିଭ କେସ୍ ଚିହ୍ନଟ ହୋଇଛି। ସେଥିମଧ୍ୟରୁ ୮ ଜଣ ହୋମ୍ କ୍ୱାରେଣ୍ଟାଇନ୍ରେ ଥିବା ବେଳେ ୬ ଜଣ ସରକାରୀ କ୍ୱାରେଣ୍ଟାଇନ୍ରେ ଥିଲେ। ଏହାବ୍ୟତୀତ ୨ଟି ଲୋକାଲ୍ କେସ୍ ଚିହ୍ନଟ ହୋଇଥିବା କଟକ ମହାନଗର ନିଗମ ପକ୍ଷରୁ ଟ୍ୱିଟ ହୋଇଛି।
#COVID19 update in Cuttack city (CMC area)
Out of the 32 new COVID-19 +ve cases reported today in #Cuttack district, 16 +ve cases belong to Cuttack city (CMC area).
Another 17 recoveries have been reported recently! KUDOS to the efforts of all doctors & healthcare staff. pic.twitter.com/Dx533H0dBP
— CMC,Cuttack (@CMCCuttack) July 20, 2020
କଟକ ସହରରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୩୬୬ରେ ପହଞ୍ଚିଥିବା ବେଳେ ୨୧୭ ଜଣ ସୁସ୍ଥ ହୋଇ ସାରିଲେଣି। ଏହାବ୍ୟତୀତ ୧୪୨ ଜଣ ବିଭିନ୍ନ ମେଡିକାଲରେ ଚିକିତ୍ସାଧୀନ ଥିବା ବେଳେ ୭ ଜଣ ଆଖି ବୁଜି ସାରିଲେଣି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ରାତ୍ର ଭୋଜନ ପରେ ମିଠା ଖାଉଛନ୍ତି କି ? ହୋଇଯାଆନ୍ତୁ ସାବଧାନ
ରାତ୍ର ଭୋଜନ ପରେ ମିଠାଖାଇବା ଦ୍ୱାରା ହୃଦଘାତ ହେବାର ସମ୍ଭାବନା ରହିଛି।
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।