୪୦ ଡିଗ୍ରୀ ଉପରେ ୧୬ ସହର, ବାରିପଦାରେ ୪୪ ଟପିଲା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଖରାର ପ୍ରକୋପ ଧୀରେ ଧୀରେ ବଢ଼ିଲାଣି। ଆଜି ରାଜ୍ୟର ୧୬ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି। ଆଉ ବାରିପଦା ହୋଇଛି ସବୁଠୁ ଅଧିକ ଖରା। ଏଠାରେ ଆଜି ତାପମାତ୍ର ୪୪.୬ ଡିଗ୍ରୀ ରହିଥିଲା। ତାଳଚେରରେ ତାପମାତ୍ର ୪୨.୭ ଡିଗ୍ରୀ ରହିଥିବା ବେଳେ ବୌଦ୍ଧରେ ୪୨.୫, ବଲାଙ୍ଗିରରେ ୪୨.୨, ଝାରସୁଗୁଡ଼ାରେ ୪୨.୨, ଟିଟିଲାଗଡ଼ରେ ୪୨, ଅନୁଗୋଳରେ ୪୧.୯, ସୋନପୁରରେ ୪୧.୮, ନୟାଗଡ଼ରେ ୪୧.୭, ବାଲେଶ୍ୱରରେ ୪୧.୪, ହୀରାକୁଦରେ ୪୧.୪, ସମ୍ବଲପୁରରେ ୪୧.୩, […]

Heat Wave

Heat Wave

Jitendra Garnayak
  • Published: Tuesday, 30 March 2021
  • Updated: 30 March 2021, 09:13 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଖରାର ପ୍ରକୋପ ଧୀରେ ଧୀରେ ବଢ଼ିଲାଣି। ଆଜି ରାଜ୍ୟର ୧୬ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି। ଆଉ ବାରିପଦା ହୋଇଛି ସବୁଠୁ ଅଧିକ ଖରା। ଏଠାରେ ଆଜି ତାପମାତ୍ର ୪୪.୬ ଡିଗ୍ରୀ ରହିଥିଲା।

ତାଳଚେରରେ ତାପମାତ୍ର ୪୨.୭ ଡିଗ୍ରୀ ରହିଥିବା ବେଳେ ବୌଦ୍ଧରେ ୪୨.୫, ବଲାଙ୍ଗିରରେ ୪୨.୨, ଝାରସୁଗୁଡ଼ାରେ ୪୨.୨, ଟିଟିଲାଗଡ଼ରେ ୪୨, ଅନୁଗୋଳରେ ୪୧.୯, ସୋନପୁରରେ ୪୧.୮, ନୟାଗଡ଼ରେ ୪୧.୭, ବାଲେଶ୍ୱରରେ ୪୧.୪, ହୀରାକୁଦରେ ୪୧.୪, ସମ୍ବଲପୁରରେ ୪୧.୩, ସୁନ୍ଦରଗଡ଼ରେ ୪୧, ଭବାନୀପାଟଣାରେ ୪୧, ମାଲକାନଗିରିରେ ୪୧ ଓ କଟକରେ ୪୦.୫ ଡିଗ୍ରୀ ରେକର୍ଡ କରାଯାଇଛି।

ରାଜଧାନୀ ଭୁବନେଶ୍ୱରର ତାପମାତ୍ରା ୩୯.୮ ଡିଗ୍ରୀ ରହିଥିଲା। ଚାନ୍ଦବାଲିରେ ତାପମାତ୍ର ୩୯.୨ ଡିଗ୍ରୀ ରହିଥିବା ବେଳେ ପାରାଦୀପରେ ୩୧.୬, ଗୋପାଳପୁରରେ ୩୨, ପୁରୀରେ ୩୩, କେନ୍ଦୁଝରରେ ୩୯, କୋରାପୁଟରେ ୩୬, ଦାରିଙ୍ଗବାଡ଼ିରେ ୩୬, ଛତ୍ରପୁରରେ ୩୫ ଓ ପାରଳାଖେମୁଣ୍ଡିରେ ୩୪.୫ ଡିଗ୍ରୀ ରେକର୍ଡ କରାଯାଇଛି।

ଆଗାମୀ ୪୮ ଘଣ୍ଟାରେ ୨ ଡିଗ୍ରୀ ବଢ଼ିବ ତାପମାତ୍ରା

ଆଜି ୧୬ଟି ସହରର ତାପମାତ୍ରା ୪୦ ଡିଗ୍ରୀ ପାର ହୋଇଯାଇଥିବା ବେଳେ ଆସନ୍ତା ୪୮ ଘଣ୍ଟାରେ ରାଜ୍ୟର କିଛି ସ୍ଥାନରେ ତାପମାତ୍ରା ୨ ଡିଗ୍ରୀ ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଏଥିପାଇଁ ଏପ୍ରିଲ ୨ ତାରିଖ ଯାଏ ୨୦ଟି ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଉଛି- ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ବରଗଡ଼, ଅନୁଗୋଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, ନୟାଗଡ଼, ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର।

ଅନ୍ୟପକ୍ଷରୁ ଏପ୍ରିଲ ୩ ତାରିଖରୁ ପାଗରେ ସାମାନ୍ୟ ପରିବର୍ତ୍ତନ ଆସିପାରେ। ଏପ୍ରିଲ୍ ୩ରୁ ୪ ତାରିଖ ଭିତରେ ରାଜ୍ୟର କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ବିଶେଷକରି ଉପକୂଳବର୍ତ୍ତୀ ଓଡ଼ିଶା ସମେତ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ରାୟଗଡ଼ା ଓ କୋରାପୁଟରେ ବର୍ଷା ହେବାର ସମ୍ଭାବନା ରହିଛି। ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କଟକ, ପୁରୀ, ଜଗତସିଂହପୁର, କୋରାପୁଟରେ ଘଡ଼ଘଡ଼ି ଏବଂ ବିଜୁଳି ସହ ପବନର ବେଗ ଘଣ୍ଟାପ୍ରତି ୩୦ରୁ ୪୦ କିମି ରହିବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story