ଆରୋଗ୍ୟ ହେଲେ ୧୬୭୩ ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନାରୁ ଆରୋଗ୍ୟ ହେଲେ ୧୬୭୩ ଜଣ ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୩୬୪୭୮ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। 6 from Jharsuguda 4 from Angul1 each from Boudh and Nuapada The total recovered cases of Odisha now stand at 36478 — H & FW Dept Odisha (@HFWOdisha) […]

india-corona

india-corona

Manoranjan Sial
  • Published: Wednesday, 12 August 2020
  • Updated: 12 August 2020, 08:15 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନାରୁ ଆରୋଗ୍ୟ ହେଲେ ୧୬୭୩ ଜଣ ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୩୬୪୭୮ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

https://twitter.com/HFWOdisha/status/1293551446659457025?s=20

ଆଜି ଆରୋଗ୍ୟ ହୋଇଥିବା ଆକ୍ରାନ୍ତଙ୍କ ଭିତରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୩୮୯ ଜଣ ଅଛନ୍ତି। ସେହିପରି ଖୋର୍ଦ୍ଧାରୁ ୧୭୭, ସୁନ୍ଦରଗଡ଼ରୁ ୧୬୩, କଟକରୁ ୧୨୬, କୋରାପୁଟରୁ ୧୨୦, ପୁରୀରୁ ୧୦୦, ସମ୍ୱଲପୁରରୁ ୬୧,  ବରଗଡ଼ରୁ ୫୦, କେନ୍ଦୁଝରରୁ ୪୭, ରାୟଗଡ଼ାରୁ ୪୭, କନ୍ଧମାଳରୁ ୪୬, ନୟାଗଡ଼ରୁ ୩୫, ଯାଜପୁରରୁ ୩୪, ଗଜପତିରୁ ୩୩, କେନ୍ଦ୍ରାପଡ଼ାରୁ ୩୧, ବାଲେଶ୍ୱରରୁ ୩୦, ମାଲକାନଗିରିରୁ ୨୮, ଭଦ୍ରକରୁ ୨୬, ମୟୂରଭଞ୍ଜରୁ ୨୫, ଢେଙ୍କାନାଳରୁ ୨୪, କଳାହାଣ୍ଡିରୁ ୨୧, ବଲାଙ୍ଗିରିରୁ ୧୫, ସୋନପୁରରୁ ୧୪, ନବରଙ୍ଗପୁରରୁ ୧୧, ଜଗତସିଂହପୁରରୁ ୮, ଝାରସୁଗୁଡ଼ାରୁ ୬, ଅନୁଗୋଳରୁ ୪; ନୂଆପଡ଼ା ଓ ବୌଦ୍ଧରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos