ରାଜ୍ୟରେ ମହାମାରୀ ନେଲା ୧୭ ଜୀବନ, ଖୋର୍ଦ୍ଧାରୁ ସବୁଠୁ ଅଧିକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) : ରାଜ୍ୟରେ କାୟା ବିସ୍ତାର କରିବାରେ ଲାଗିଛି ମହାମାରୀ। ଗତ ୨୪ ଘଂଟାରେ ରାଜ୍ୟରୁ ୧୦,  ୫୨୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୭   ଆକ୍ରାନ୍ତ ଆଖି ବୁଜିଛନ୍ତି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ  ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୧୨୧ରେ ପହଞ୍ଚି ଯାଇଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ବାଲେଶ୍ୱର ଓ ମାଲକାନଗିରି ଜିଲ୍ଲାରୁ […]

corona patient

corona patient

Niharika Rout
  • Published: Thursday, 06 May 2021
  • Updated: 06 May 2021, 08:56 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) : ରାଜ୍ୟରେ କାୟା ବିସ୍ତାର କରିବାରେ ଲାଗିଛି ମହାମାରୀ। ଗତ ୨୪ ଘଂଟାରେ ରାଜ୍ୟରୁ ୧୦,  ୫୨୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୭   ଆକ୍ରାନ୍ତ ଆଖି ବୁଜିଛନ୍ତି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ  ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୧୨୧ରେ ପହଞ୍ଚି ଯାଇଛି।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ବାଲେଶ୍ୱର ଓ ମାଲକାନଗିରି ଜିଲ୍ଲାରୁ ୨ ଲେଖାଏଁ ଆକ୍ରାନ୍ତ ଆଖି ବୁଜିଛନ୍ତି। ବୌଦ୍ଧ, ଦେବଗଡ଼ ଓ ଝାରସୁଗୁଡ଼ାରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ  କଳାହାଣ୍ଡି, କେନ୍ଦୁଝର ଓ ନୟାଗଡ଼ରୁ ମଧ୍ୟ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ରାୟଗଡ଼ା, ସମ୍ବଲପୁର ଓ ସୁନ୍ଦରଗଡ଼ରୁ ମଧ୍ୟ ଜଣେ ଲେଖାଏଁ ପ୍ରାଣ ହରାଇଥିବା ଜଣାଯାଇଛି।

ରାଜ୍ୟରେ ଆଜି ୧୦ ହଜାର ୫୨୧ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ    ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪୭୭ ପଜିଟିଭ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ ଗତକାଲି  ରାଜ୍ୟରେ କରୋନାରେ  ୧୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଜି ଏହି ସଂଖ୍ୟା ୧୭ ଛୁଇଁଛି। ରାଜ୍ୟରେ କରୋନା ଗ୍ରାଫ ଏବେ ଉପରମୁହାଁ ଥିବା ବେଳେ ଦୈନିକ ସଂକ୍ରମଣ ଓ ମୃତକଙ୍କସଂଖ୍ୟା କମିବା ନାଁ ଧରୁନି, ଯାହାକୁ ଚିନ୍ତା ବଢ଼ାଉଛି।

;

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story