ଫୁଲବାଣୀ(ତ୍ରିନାଥ ସାହୁ): କନ୍ଧମାଳ ଜିଲ୍ଲାରେ ଆଉ ୭୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୦ ପୁରୁଷ ଓ ୨୪ ମହିଳା ଅଛନ୍ତି। ତେବେ ଦାରିଙ୍ଗବାଡ଼ି ବ୍ଲକର ୧୦ କରୋନା ଯୋଦ୍ଧା କରୋନାରେ ସଂକ୍ରମିତ ହୋଇଛନ୍ତି।
ସେହିପରି ଜି. ଉଦୟଗିରି ତହସିଲ ଅଫିସରୁ ଜଣେ, ବାଲିଗୁଡ଼ା CRPF କ୍ୟାମ୍ପର ୬ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ୧୭ କରୋନା ଯୋଦ୍ଧା ସଂକ୍ରମିତ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ,କନ୍ଧମାଳ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୭୨ରେ ପହଞ୍ଚିଛି। ସେଥିମଧ୍ୟରୁ ୪୨୮ ସୁସ୍ଥ ହୋଇ ସାରିଲେଣି। ୩୪୧ ବିଭିନ୍ନ କୋଭିଡ୍ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...
Health
କୋଲେଷ୍ଟ୍ରଲ ସହ ଏହି ସବୁ ସମସ୍ୟାକୁ ଦୂର କରେ ଚିଆ ସିଡ୍ସ ଓ ଲେମ୍ବୁ
ଚିଆ ସିଡ୍ସ ଓ ଲେମ୍ବୁ ରସକୁ ମିଶାଇ ପିଇବା ଦ୍ୱାରା କି କି ଫାଇଦା ମିଳେ, ଜାଣନ୍ତୁ...
Health
ମାରି ଦଉଛି ମାରବର୍ଗ; କରି ଦେଉଛି ରକ୍ତରଞ୍ଜିତ ଆଖି
୧୭ ଦେଶରେ ଆଖି ପିଛୁଳାକେ ବ୍ୟାପିଲାଣି। ରୱାଣ୍ଡାରେ ପ୍ରାୟ ୧୫ରୁ ଅଧିକ ଲୋକଙ୍କ ଜୀବନ ଗଲାଣି।