ଉମରକୋଟ(କାର୍ତ୍ତିକ ମଲ୍ଲିକ): ଜିଆରଏସ୍ଙ୍କ ଘରୁ ମିଳିଲା ୧୭ ଲକ୍ଷ ଟଙ୍କା କ୍ୟାସ୍। ଏଥିସହ ସରିନି ଚଢ଼ାଉ। ଜିଆରଏସ୍ଙ୍କ ଅମାପ ସମ୍ପତ୍ତିର ତାଲିକା ପ୍ରସ୍ତୁତ କରୁଛି ଭିଜିଲାନ୍ସ। ନବରଙ୍ଗପୁର ଜିଲ୍ଲା ଉମରକୋଟ ବ୍ଲକ୍ ସିଂଶାରି ପଞ୍ଚାୟତର ଜିଆରଏସ ଭାବେ କାର୍ଯ୍ୟରତ ହିମାଂଶୁ ବାଘଙ୍କ ଘରେ ଚାଲିଛି ଭିଜିଲାନ୍ସ ଚଢ଼ାଉ।
ଆଜି ସକାଳୁ ମାଲକାନଗିରି, ଜୟପୁର, ନବରଙ୍ଗପୁର ଏବଂ ନୂଆପଡା ଜିଲ୍ଲାର ଚାରୋଟି ଟିମ୍ ଚଢଉ ଆରମ୍ଭ କରିଛନ୍ତି । ଚଢଉ ବେଳେ ହିମାଂଶୁଙ୍କ ଘରୁ ୧୭,୮୩,୦୦୦ ଟଙ୍କା ନଗଦ ହୋଇଥିବା ପ୍ରାଥମିକ ସୂତ୍ରରୁ ଜଣାପଡିଛି। ଏଥିସହ ବର୍ତ୍ତମାନ ଚଢଉ ଜାରି ରହିଛି ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।
Business
ପ୍ରାକ୍ ବଜେଟ୍ ପ୍ରସ୍ତୁତି ବୈଠକରେ ୯ଟି ଦାବି ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଗୋପାଳପୁରରେ ସ୍ୱତନ୍ତ୍ର ଅର୍ଥନୈତିକ କରିଡର ଏବଂ ଝାରସୁଗୁଡ଼ାରେ ଇଣ୍ଡଷ୍ଟ୍ରିଆଲ ଟାଉନଶିପ୍ ପାଇଁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ।
Miscellaneous
ଗଞ୍ଜାମରେ ଜାନୁଆରୀ ୩ରୁ ମଣ୍ଡିରେ ଧାନ ସଂଗ୍ରହ
ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା।
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।