କାର୍‌-ଟିପ୍ପର ମୁହାଁମୁହିଁ ଧକ୍କା, ଆଖି ବୁଜିଲେ ୧୭ ବର୍ଷୀୟା ନାବାଳିକା

ସାଲେପୁର(ମନୋଜ ଆଚାର୍ଯ୍ୟ): ନିଶ୍ଚିନ୍ତକୋଇଲି ଥାନା କଟିକଟା ନିକଟରେ ଆଜି ଭୋରରୁ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟିପ୍ପର ଓ କାର୍‌ ମୁହାଁମୁହିଁ ଧକ୍କା ହେବାରୁ ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି। ମୃତାଜଣକ ୧୭ ବର୍ଷୀୟା ନାବାଳିକା  ସରିତା ମଲ୍ଲିକ ବୋଲି ଜଣାଯାଇଛି। ଏହି ଦୁର୍ଘଟଣାରେ ଗୁରୁତରମାନେ ହେଲେ ଦେବାଶିଷ ମହାନ୍ତି, ବାବାଜି ମଲ୍ଲିକ, ବିଶ୍ୱଜିତ ମଲ୍ଲିକ ଓ ସନ୍ଧ୍ୟାରାଣୀ ମଲ୍ଲିକ। ସୂଚନାଯୋଗ୍ୟ, ଯାଜପୁର ଜିଲ୍ଲା ବିଞ୍ଝାରପୁରରୁ ଜଣେ ରୋଗୀଙ୍କୁ […]

CAR-1

CAR-1

Niharika Rout
  • Published: Monday, 11 January 2021
  • Updated: 11 January 2021, 08:46 AM IST

Sports

Latest News

ସାଲେପୁର(ମନୋଜ ଆଚାର୍ଯ୍ୟ): ନିଶ୍ଚିନ୍ତକୋଇଲି ଥାନା କଟିକଟା ନିକଟରେ ଆଜି ଭୋରରୁ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟିପ୍ପର ଓ କାର୍‌ ମୁହାଁମୁହିଁ ଧକ୍କା ହେବାରୁ ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି।

ମୃତାଜଣକ ୧୭ ବର୍ଷୀୟା ନାବାଳିକା  ସରିତା ମଲ୍ଲିକ ବୋଲି ଜଣାଯାଇଛି। ଏହି ଦୁର୍ଘଟଣାରେ ଗୁରୁତରମାନେ ହେଲେ ଦେବାଶିଷ ମହାନ୍ତି, ବାବାଜି ମଲ୍ଲିକ, ବିଶ୍ୱଜିତ ମଲ୍ଲିକ ଓ ସନ୍ଧ୍ୟାରାଣୀ ମଲ୍ଲିକ।

ସୂଚନାଯୋଗ୍ୟ, ଯାଜପୁର ଜିଲ୍ଲା ବିଞ୍ଝାରପୁରରୁ ଜଣେ ରୋଗୀଙ୍କୁ ନେଇ ଏକ କାର୍‌ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲକୁ ଆସୁଥିଲା। ଆଜି ଭୋରରୁ କାର୍‌ଟି କଟିକଟା ନିକଟରେ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଟିପ୍ପରଟି ସହ ଧକ୍କା ହୋଇଥିଲା। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ , କାର୍‌ଟି ଟିପ୍ପରରେ ପିଟି ହୋଇ କିଛି ଦୂରରେ ଥିବା ଏକ ଗଛରେ ପିଟି ହୋଇଯାଇଥିଲା। ଫଳରେ ଘଟଣାସ୍ଥଳରେ ସରିତାଙ୍କ ମୃତ୍ୟୁ ହୋଇଥିଲା।

ଖବର ପାଇ ପୁଲିସ୍‌ ପହଞ୍ଚି ଗୁରୁତରମାନଙ୍କୁ କଟକ ବଡ଼ ମେଡିକାଲ ପଠାଇଛି। ଏହାପରେ ଦୁର୍ଘଟଣାଗ୍ରସ୍ତ ଟିପ୍ପର ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ପୁଲିସ୍‌ ଗାଡ଼ିକୁ ଜବତ କରି ଥାନାକୁ ଆଣିଥିବା ବେଳେ ଘଟଣାର ତଦନ୍ତ ଆରମ୍ଭ କରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story