ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗତ ୩ ବର୍ଷରେ ୭୬୦୩ ବାଳିକା ନିଖୋଜ ହୋଇଥିଲେ। ସେମାନଙ୍କ ଭିତରୁ ୫୮୭୨ ଜଣଙ୍କୁ ଉଦ୍ଧାର କରାଯାଇଛି। ତେବେ ବର୍ତ୍ତମାନ ସୁଦ୍ଧା ୧୭୩୧ ନିଖୋଜ ଅଛନ୍ତି। ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପ୍ରଶ୍ନରେ ଆଜି ବିଧାନସଭାରେ ଏହି ଉତ୍ତର ଦେଇଛନ୍ତି ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା।
ସେହିପରି ୩ ବର୍ଷରେ ୧୧୧୧ ବାଳକ ନିଖୋଜ ହୋଇଥିଲେ। ସେମାନଙ୍କ ଭିତରୁ ୯୦୭ ବାଳକ ଉଦ୍ଧାର ହୋଇଛନ୍ତି। ଏ ପର୍ଯ୍ୟନ୍ତ ୨୦୪ ବାଳକ ନିଖୋଜ ଅଛନ୍ତି। ଠିକ୍ ସେମିତି ଗତ ୩ ବର୍ଷ ଭିତରେ ୨୫୯୭୩ ମହିଳା ନିଖୋଜ ହୋଇଛନ୍ତି। ସେଥିରୁ ୯୯୨୦ ଜଣଙ୍କୁ ଉଦ୍ଧାର କରାଯାଇଛି। ବାକି ୧୬,୦୫୩ ମହିଳା ଏବେବି ନିଖୋଜ ଅଛନ୍ତି ବୋଲି ଗୃହ ରାଷ୍ଟ୍ର ମନ୍ତ୍ରୀ ତୁଷାରକାନ୍ତି ବେହେରା କହିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଆଶ୍ରମ ବିଦ୍ୟାଳୟରୁ ଛାତ୍ର ନିଖୋଜ, ୬ ଦିନ ହେଲା ମିଳୁନି ପତ୍ତା
ଘଟଣା ସମ୍ପର୍କରେ ବିଦ୍ୟାଳୟ କର୍ତ୍ତୃପକ୍ଷ ବଡ଼ମ୍ବା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅନ୍ୟପଟେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଦାୟିତ୍ୱହୀନତାକୁ ଦାୟୀ କରିଛନ୍ତି ଛାତ୍ରଙ୍କ ପରିବାର।
Miscellaneous
ବନ୍ଧା ପଡ଼ିଛି ଦାଦନ, ଚର୍ଚ୍ଚାରେ ପୁଲିସର ଡବଲ୍ ରୋଲ
ଝିଅକୁ ସେଠାରୁ ଉଦ୍ଧାର ପାଇଁ ମା’ ଜୟନ୍ତୀ ଏବେ ସମସ୍ତଙ୍କୁ ଆକୁଳ ନିବେଦନ କରିଛନ୍ତି।
Miscellaneous
ଏବେ 'ଟୁଇନ୍ ସିଟି' ନୁହେଁ, 'ଟ୍ରାଇ ସିଟି'ର ବିକାଶ କରିବେ ସରକାର
ପୁରୀ, କଟକ ଓ ଭୁବନେଶ୍ୱରକୁ ନେଇ ଟ୍ରାଇ ସିଟି ଗଠନ କରାଯିବ। ସହରାଞ୍ଚଳରେ ଟ୍ରାଫିକ ସମସ୍ୟା ଦୂର ପାଇଁ ନିର୍ମାଣ ହେବ ଅଧିକ ନୂଆ ରିଂ ରୋଡ୍ ଏବଂ ଓଭର ବ୍ରିଜ।
Events & Festivals
କଂସ ଦେଲେ ନିର୍ଦ୍ଦେଶ, ଧନୁଯାତ୍ରା ମଞ୍ଚରେ ଗୀତ ଗାଇଲେ ସିଦ୍ଧାନ୍ତ: ଦେଖନ୍ତୁ ଭିଡିଓ
କଂସ ମହାରାଜଙ୍କ ନିର୍ଦ୍ଦେଶରେ ସେ ଦୁଇଟି ଗୀତ ଗାଇବା ସହ ଗୋଟିଏ ଫିଲ୍ମର ଡାଏଲଗ ସମସ୍ତଙ୍କୁ ଶୁଣାଇଥିଲେ।
Crime
ଯୌତୁକ ପାଇଁ ମାରିଦେଲେ! ୧୦ ମାସ ତଳେ ହୋଇଥିଲା ବାହାଘର
ବାପ ଘର ଲୋକ ଅଭିଯୋଗ କରିଛନ୍ତି ଯେ ଯୌତୁକ ପାଇଁ ଝିଅକୁ ହତ୍ୟା କରାଯାଇଛି। ଶ୍ୱଶୁର ଘର ଲୋକେ କହିଛନ୍ତି ଯେ ସେ ଆତ୍ମହତ୍ୟା କରିଛନ୍ତି। ଯଦି ଆତ୍ମହତ୍ୟା କରିଛନ୍ତି, ତା’ହେଲେ ତା’ର କାରଣ ଯୌତୁକ ନିର୍ଯାତନା ନୁହେଁ ତ?