ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ୧୮ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୧୭୪ କରୋନା ଆକ୍ରାନ୍ତ । ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଗତକାଲି ଗଜପତି ଜିଲ୍ଲାରୁ ସର୍ବାଧିକ ୫୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଏହି ସ୍ଥାନରେ ରହିଛି ଗଞ୍ଜାମ। ଏହି ଜିଲ୍ଲାରୁ ସର୍ବାଧିକ ୫୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
COVID-19 REPORT FOR 17th JUNE
New positive cases: 174
In quarantine: 146
Local contacts: 28(Details of local contacts will be shared by concerned Dist Administration)
District Wise Cases
1. Keonjhar: 5
2. Jajpur: 9
3. Nawarangpur: 7
4. Khordha: 10
5. Koraput: 6— I & PR Department, Odisha (@IPR_Odisha) June 18, 2020
୧୭୪ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍ କେନ୍ଦ୍ରରୁ ୧୪୬ ଓ ୨୮ଟି ଲୋକାଲ୍ କେସ୍ ଥିବା ଜଣାଯାଇଛି। ରାଜ୍ୟରେ ସମୁଦାୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୫୧୨ରେ ପହଞ୍ଚିଛି। ସେଥିମଧ୍ୟରୁ ୩୦୪୭ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୪୫୧ ଜଣ ଚିକିତ୍ସାଧୀନ ଅଛନ୍ତି।
6. Malkangiri: 1
7. Balasore: 34
8. Kalahandi: 6
9. Nuapada: 1
10. Kandhamal: 3
11. Bhadrak: 3
12. Ganjam: 56
13. Boudh: 2
14. Puri: 16
15. Sundargarh: 3
16. Kendrapada: 7
17. Bargarh: 4
18. Bolangir: 1— I & PR Department, Odisha (@IPR_Odisha) June 18, 2020
New recoveries: 73
Cumulative tested: 212224
Positive: 4512
Recovered: 3047
Active Cases: 1451— I & PR Department, Odisha (@IPR_Odisha) June 18, 2020
୧୭୪ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମରୁ ୫୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାବ୍ୟତୀତ ବାଲେଶ୍ୱରରୁ ୩୪, ପୁରୀରୁ ୧୬, ଖୋର୍ଦ୍ଧାରୁ ୧୦, ଯାଜପୁରରୁ ୯ , ନବରଙ୍ଗପୁର ଓ କେନ୍ଦ୍ରାପଡ଼ାରୁ ୭ ଜଣ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କଳାହାଣ୍ଡି ଓ କୋରାପୁଟରୁ ୬ ଜଣ ଲେଖା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝରରୁ ୫, ବରଗଡ଼ରୁ ୪ କରୋନା ପଜିଟିଜ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି। ଏହାବ୍ୟତୀତ କନ୍ଧମାଳ, ଭଦ୍ରକ ଓ, ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବୌଦ୍ଧରୁ ୨, ମାଲକାନଗିରି, ନୂଆପଡ଼ା ଓ ବଲାଙ୍ଗିରରୁ ଜଣେ ଲେଖାଏ ପଜିଟିଭ ଚିହ୍ନଟ ହୋଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।