ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମହାମାରୀ କରୋନାରୁ ଆଜି ୧୭୮୫ ଜଣ ଆରୋଗ୍ୟ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୩୪୮୦୫ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରିଛି।
https://twitter.com/HFWOdisha/status/1293198004359315466?s=20
ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୪୦୪ ଜଣ ଅଛନ୍ତି। ସେହିପରି ଖୋର୍ଦ୍ଧାରୁ ୨୬୩, କଟକରୁ ୧୨୬, ସମ୍ୱଲପୁରରୁ ୧୨୬, କେନ୍ଦୁଝରରୁ ୧୦୧, ମାଲକାନଗିରିରୁ ୯୧, କନ୍ଧମାଳରୁ ୮୪, ରାୟଗଡ଼ାରୁ ୮୧, ଗଜପତିରୁ ୮୦, ଢେଙ୍କାନାଳରୁ ୬୦, ମୟୂରଭଞ୍ଜରୁ ୫୦, ଯାଜପୁରରୁ ୪୯, କଳାହାଣ୍ଡରୁ ୪୮, ବାଲେଶ୍ୱରରୁ ୩୨, ନୟାଗଡ଼ରୁ ୩୧, ସୁନ୍ଦରଗଡ଼ରୁ ୩୦, ଭଦ୍ରକରୁ ୨୮, କେନ୍ଦ୍ରାପଡ଼ାରୁ ୨୪, ପୁରୀରୁ ୨୨, ବରଗଡ଼ରୁ ୧୦, ନୂଆପଡ଼ାରୁ ୧୦, ନବରଙ୍ଗପୁରରୁ ୮, ଜଗତସିଂହପୁରରୁ ୭, କୋରାପୁଟରୁ ୭, ବଲାଙ୍ଗିରିରୁ ୫, ବୌଦ୍ଧରୁ ୪, ଝାରସୁଗୁଡ଼ାରୁ ୩, ଦେବଗଡ଼ରୁ ଜଣେ ଲେଖାଏଁ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।