ଆରୋଗ୍ୟ ହେଲେ ୧୭୮୫ କରୋନା ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମହାମାରୀ କରୋନାରୁ ଆଜି ୧୭୮୫ ଜଣ ଆରୋଗ୍ୟ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୩୪୮୦୫ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। 5 from Bolangir 4 from Boudh 3 from Jharsuguda 1 from Deogarh The total recovered cases of Odisha now stand at 34805 — H & FW Dept […]

india-corona

india-corona

Manoranjan Sial
  • Published: Tuesday, 11 August 2020
  • Updated: 11 August 2020, 09:44 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମହାମାରୀ କରୋନାରୁ ଆଜି ୧୭୮୫ ଜଣ ଆରୋଗ୍ୟ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୩୪୮୦୫ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

https://twitter.com/HFWOdisha/status/1293198004359315466?s=20

ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୪୦୪ ଜଣ ଅଛନ୍ତି। ସେହିପରି ଖୋର୍ଦ୍ଧାରୁ ୨୬୩, କଟକରୁ ୧୨୬, ସମ୍ୱଲପୁରରୁ ୧୨୬, କେନ୍ଦୁଝରରୁ ୧୦୧, ମାଲକାନଗିରିରୁ ୯୧, କନ୍ଧମାଳରୁ ୮୪, ରାୟଗଡ଼ାରୁ ୮୧, ଗଜପତିରୁ ୮୦, ଢେଙ୍କାନାଳରୁ ୬୦, ମୟୂରଭଞ୍ଜରୁ ୫୦, ଯାଜପୁରରୁ ୪୯, କଳାହାଣ୍ଡରୁ ୪୮, ବାଲେଶ୍ୱରରୁ ୩୨, ନୟାଗଡ଼ରୁ ୩୧, ସୁନ୍ଦରଗଡ଼ରୁ ୩୦, ଭଦ୍ରକରୁ ୨୮, କେନ୍ଦ୍ରାପଡ଼ାରୁ ୨୪, ପୁରୀରୁ ୨୨, ବରଗଡ଼ରୁ ୧୦, ନୂଆପଡ଼ାରୁ ୧୦, ନବରଙ୍ଗପୁରରୁ ୮, ଜଗତସିଂହପୁରରୁ ୭, କୋରାପୁଟରୁ ୭, ବଲାଙ୍ଗିରିରୁ ୫, ବୌଦ୍ଧରୁ ୪, ଝାରସୁଗୁଡ଼ାରୁ ୩, ଦେବଗଡ଼ରୁ ଜଣେ ଲେଖାଏଁ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story