ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ହେଉଛି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟରେ ଓଡ଼ିଶାର ୬ଟି ଲୋକସଭା ଓ ଏହା ଅନ୍ତର୍ଗତ ୪୨ ବିଧାନସଭା ଆସନ ପାଇଁ ଭୋଟ୍ ଗ୍ରହଣ ହେଉଛି।
ତେବେ ରାଜ୍ୟରେ ଦିନ ୧୧ଟା ସୁଦ୍ଧା ୧୮ ପ୍ରତିଶତ ମତଦାନ ହୋଇଛି। ଏନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ସୂଚନା ମିଳିଛି। ସେହିପରି ସକାଳ ୯ଟା ସୁଦ୍ଧା ୬ ପ୍ରତିଶତ ମତଦାନ ହୋଇଥିବା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ସୂଚନା ମିଳିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନିଜ କାର୍ଯ୍ୟାଳୟରେ ବସିଥିଲେ ବିଜେପି ନେତା, ଖଣ୍ଡା ଧରି ମାଡ଼ି ଆସିଲେ ଦୁର୍ବୃତ୍ତ
ନିଜ କାର୍ଯ୍ୟାଳୟରେ ଥିବା ବିଜେପି ନେତାଙ୍କ ଉପରେ ହେଲା ମରଣାନ୍ତକ ଆକ୍ରମଣ। ମାତ୍ର ଖଣ୍ଡା ଚୋଟରୁ ଅଳ୍ପକେ ବର୍ତ୍ତିଗଲେ ବିଜେପିର ତୁଙ୍ଗ ନେତା।
Accident
ଚାଲି ଚାଲି ଯାଉଥିଲେ ଯୁବକ, ପିଟିଦେଲା ଅଜଣା ଗାଡ଼ି
ଚାଲି ଚାଲି ଘରକୁ ଫେରୁଥିଲେ ଯୁବକ। ମାତ୍ର କିଛି ସମୟ ପରେ ଘରେ ପହଞ୍ଚି ବି ଯାଇଥାନ୍ତେ। ମାତ୍ର ବିଧିର ବିଧାନ ଥିଲା କିଛି ଅଲଗା।
Accident
ଗୁପ୍ତେଶ୍ୱର ଯିବାବେଳେ ଓଲଟିଲା ଭ୍ୟାନ୍; ମହିଳା ମୃତ, ୧୩ ଆହତ
ଗଜପତି ଜିଲ୍ଲା ମୋହନା ଥାନା କେନ୍ଦୁଘାଟିରେ ଟୁରିଷ୍ଟ ଭ୍ୟାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୩ ଜଣ ଆହତ ହୋଇଛନ୍ତି ।
Politics
ଲୋକସେବା ଭବନରେ ଲାଗିଲା ସାନିଟାରୀ ନାପକିନ୍ ଭେଣ୍ଡିଂ ମେସିନ୍
ଆଜି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏହି ସାନିଟାରୀ ଭେଣ୍ଡିଂ ମେସିନକୁ ସ୍ଥାପନକୁ ଉଦଘାଟନ କରିବା ସହ ମହିଳାମାନଙ୍କ ପାଇଁ ସ୍ୱଚ୍ଛତା ଓ ସହାୟକ କର୍ମକ୍ଷେତ୍ର ସୃଷ୍ଟି ଦିଗରେ ଏକ ପ୍ରଗତିଶୀଳ ପଦକ୍ଷେପ ବୋଲି କହିଛନ୍ତି ।
Politics
ରାଜ୍ୟରେ ୫ବର୍ଷରେ ୨ଗୁଣ ବଢ଼ିବ ଏମବିବିଏସ୍ ସିଟ୍ : ସ୍ୱାସ୍ଥ୍ୟମନ୍ତ୍ରୀ
ଆଜି ଶ୍ରୀ ମହାଲିଙ୍ଗ ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ, ଆଗାମୀ ୫ବର୍ଷ ମଧ୍ୟରେ ରାଜ୍ୟର ବିଭିନ୍ନ ମେଡିକାଲ କଲେଜରେ ଥିବା ଏମବିବିଏସ୍ ସିଟ୍ ସଂଖ୍ୟାକୁ ୨୫୦୦ରୁ ୫ହଜାରକୁ ବୃଦ୍ଧି କରିବାକୁ ସରକାର ଯୋଜନା କରିଛନ୍ତି ।