ଦିନ ୧୧ଟା ସୁଦ୍ଧା ୧୮ ପ୍ରତିଶତ ମତଦାନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ହେଉଛି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟରେ ଓଡ଼ିଶାର ୬ଟି ଲୋକସଭା ଓ ଏହା ଅନ୍ତର୍ଗତ ୪୨ ବିଧାନସଭା ଆସନ ପାଇଁ ଭୋଟ୍ ଗ୍ରହଣ ହେଉଛି। ତେବେ ରାଜ୍ୟରେ ଦିନ ୧୧ଟା ସୁଦ୍ଧା ୧୮ ପ୍ରତିଶତ ମତଦାନ ହୋଇଛି। ଏନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ସୂଚନା ମିଳିଛି। ସେହିପରି ସକାଳ ୯ଟା ସୁଦ୍ଧା ୬ ପ୍ରତିଶତ ମତଦାନ ହୋଇଥିବା ମୁଖ୍ୟ ନିର୍ବାଚନ […]

vote

Jyoshna Pradhan
  • Published: Tuesday, 23 April 2019
  • , Updated: 23 April 2019, 01:13 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ହେଉଛି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟରେ ଓଡ଼ିଶାର ୬ଟି ଲୋକସଭା ଓ ଏହା ଅନ୍ତର୍ଗତ ୪୨ ବିଧାନସଭା ଆସନ ପାଇଁ ଭୋଟ୍ ଗ୍ରହଣ ହେଉଛି।

ତେବେ ରାଜ୍ୟରେ ଦିନ ୧୧ଟା ସୁଦ୍ଧା ୧୮ ପ୍ରତିଶତ ମତଦାନ ହୋଇଛି। ଏନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ସୂଚନା ମିଳିଛି। ସେହିପରି ସକାଳ ୯ଟା ସୁଦ୍ଧା ୬ ପ୍ରତିଶତ ମତଦାନ ହୋଇଥିବା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ସୂଚନା ମିଳିଛି।

Related story