ବଲାଙ୍ଗିର (ମନୋରଞ୍ଜନ ଯୋଷୀ): ଏକ ହତ୍ୟା ମାମଲାରେ ଆଜି ରାୟ ପ୍ରକାଶ ପାଇଛି। ବଲାଙ୍ଗିର ଜିଲ୍ଲା ଓ ଦୌରା ଜଜ୍ ମାମଲାକୁ ବିଚାର କରି ୧୮ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତକରି ଆଜୀବନ ଜେଲଦାଣ୍ଡାଦେଶ ଶୁଣାଇଛନ୍ତି। ୧୩ ଜଣ ସାକ୍ଷୀଙ୍କ ବୟାନକୁ ଆଧାର କରି ବିଚାରପତି ଏହି ରାୟ ଶୁଣାଇଛନ୍ତି।
ବଲାଙ୍ଗିର ସଦର ଥାନା ସଲତରପାଲିରେ ଚାପଧାରୀ ଜାଲ ଓ ବିପିନ୍ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ପରେ ଏହା ଉଗ୍ର ରୂପ ଧାରଣ କରିଥିଲା। ୨୦୧୧ ଜୁଲାଇ ୫ ତାରିଖରେ ଚାପଧାରୀଙ୍କୁ ଘରୁ ଡାକି ନେଇ ୧୯ ଜଣ ଅଭିଯୁକ୍ତ ମିଶି ପିଟିପିଟି ହତ୍ୟା କରିଥିଲେ। ପରେ ଏହାକୁ ଆତ୍ମହତ୍ୟାର ରୂପ ଦେଇଥିଲେ। ବଲାଙ୍ଗିର ଜିଲ୍ଲା ଓ ଦୌରା ଜଜ୍ ମାମାଲାକୁ ବିଚାର କରି ୧୯ ଅଭିଯୁକ୍ତଙ୍କ ମଧ୍ୟରୁ ୧୮ ଜଣଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କ ମୃତ୍ୟୁ ହୋଇଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନବଜାତକୁ ୨୦ ହଜାର ଟଙ୍କାରେ ପର ହାତକୁ ଟେକି ଦେଇଥିଲେ ବାପାମା’; ଆନ୍ଧ୍ରରୁ ଉଦ୍ଧାର
ପିଲାଟି ଜନ୍ମ ହେବାର ୯ ଦିନ ପରେ ନିଜର ନବଜାତ ଶିଶୁଟିକୁ ଅନ୍ୟ ହାତକୁ ଟେକି ଦେଇଥିଲେ ବାପାମା’।
Miscellaneous
ଖୋଲିଲା ଧାନ ମଣ୍ଡି, ମନ୍ତ୍ରୀ କହିଲେ- ଚାଷୀଙ୍କ ପାଇଁ ଆଜି ଉତ୍ସବର ଦିନ
ଚଳିତ ବର୍ଷ ମୋହନ ମାଝୀ ସରକାର ଅମଳରେ କଟନୀ ଛଟନୀ ସମସ୍ୟା ରୋକିବାକୁ ବ୍ୟାପକ ବ୍ୟବସ୍ଥା କରାଯାଇଥିବା ବେଳେ କ୍ୱିଣ୍ଟାଲ ପ୍ରତି ଚାଷୀ ୩୧ ଶହ ଟଙ୍କା ପାଇବେ । ଏଥିସହ ଧାନର କଳାବଜାରୀ ରୋକିବାକୁ ସୀମା ସିଲ୍ କରାଯିବ ।
Crime
୨୫ ଲକ୍ଷର ଅଳଙ୍କାର ଧରି ଫେରୁଥିଲେ ବାପପୁଅ, ଭୁଜାଲି ଦେଖାଇଲେ ଲୁଟେରା
ଦୋକାନୀ ବାପପୁଅ ୨୫ ଲକ୍ଷ ଟଙ୍କାର ଅଳଙ୍କାର ଧରି ଘରକୁ ଫେରୁଥିବା ବେଳେ ବନ୍ଧୁକ, ଭୁଜାଲି ଦେଖାଇ ଲୁଟିନେଲେ ୬ ଲୁଟେରା।
Accident
ଟ୍ରାକ୍ରୁ ମିଳିଲା ପତିପତ୍ନୀଙ୍କ ଖଣ୍ଡବିଖଣ୍ଡିତ ମୃତଦେହ
ସ୍ଥାନୀୟ ଲୋକେ ଟ୍ରାକ୍ରେ ଜଣେ ପୁରୁଷ ଓ ଜଣେ ମହିଳାଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ପଡ଼ିଥିବା ପ୍ରଥମେ ଦେଖିବାକୁ ପାଇଥିଲେ। ଏନେଇ ସେମାନେ ତୁରନ୍ତ ପୁଲିସ୍କୁ ସୂଚନା ଦେଇଥିଲେ।