ମଧ୍ୟାହ୍ନ ଭୋଜନ ଖାଇ ୧୯ ଛାତ୍ରଛାତ୍ରୀ ଅସୁସ୍ଥ

ଭଦ୍ରକ(ତପନ ସ୍ୱାଇଁ): ମଧ୍ୟାହ୍ନ ଭୋଜନ ଖାଇ ୧୯ ଜଣ ଛାତ୍ରଛାତ୍ରୀ ଅସୁସ୍ଥ ହୋଇଛନ୍ତି। ସେମାନଙ୍କୁ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଚିକିତ୍ସା ପରେ ପିଲାମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥାରେ ଉନ୍ନତି ଘଟୁଛି। ଗତକାଲି ତିହିଡି ବ୍ଲକ ଚାରିତରଫ ୟୁଜିଏମ୍‌ଇ ସ୍କୁଲରେ ଛାତ୍ରଛାତ୍ରୀଙ୍କ ପାଇଁ ମଧ୍ୟାହ୍ନ ଭୋଜନ ପ୍ରସ୍ତୁତ କରାଯାଇଥିଲା। ଏପରିକି ପ୍ରଥମ ବ୍ୟାଚରେ ୧୯ ଜଣ ପିଲାଙ୍କୁ ମଧ୍ୟାହ୍ନ ଭୋଜନ ଖାଇବାକୁ ଦିଆଯାଇଥିଲା। ଏହି ସମୟରେ ଖାଦ୍ୟରେ ମଲା ମୂଷା ପଡ଼ିଥିବା ଦେଖିବାକୁ ମିଳିଥିବା ଅଭିଯୋଗ […]

19-children-fall-sick-after-taking-midday-meal-in-school

Manoranjan Sial
  • Published: Friday, 09 August 2019
  • Updated: 09 August 2019, 04:03 PM IST

Sports

Latest News

ଭଦ୍ରକ(ତପନ ସ୍ୱାଇଁ): ମଧ୍ୟାହ୍ନ ଭୋଜନ ଖାଇ ୧୯ ଜଣ ଛାତ୍ରଛାତ୍ରୀ ଅସୁସ୍ଥ ହୋଇଛନ୍ତି। ସେମାନଙ୍କୁ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଚିକିତ୍ସା ପରେ ପିଲାମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥାରେ ଉନ୍ନତି ଘଟୁଛି।

ଗତକାଲି ତିହିଡି ବ୍ଲକ ଚାରିତରଫ ୟୁଜିଏମ୍‌ଇ ସ୍କୁଲରେ ଛାତ୍ରଛାତ୍ରୀଙ୍କ ପାଇଁ ମଧ୍ୟାହ୍ନ ଭୋଜନ ପ୍ରସ୍ତୁତ କରାଯାଇଥିଲା। ଏପରିକି ପ୍ରଥମ ବ୍ୟାଚରେ ୧୯ ଜଣ ପିଲାଙ୍କୁ ମଧ୍ୟାହ୍ନ ଭୋଜନ ଖାଇବାକୁ ଦିଆଯାଇଥିଲା। ଏହି ସମୟରେ ଖାଦ୍ୟରେ ମଲା ମୂଷା ପଡ଼ିଥିବା ଦେଖିବାକୁ ମିଳିଥିବା ଅଭିଯୋଗ ହୋଇଛି। ତେଣୁ ସ୍କୁଲ କର୍ତ୍ତୃପକ୍ଷ ଦ୍ଵିତୀୟ ବ୍ୟାଚ ପିଲାମାନଙ୍କୁ ଆଜି ମଧ୍ୟାହ୍ନ ଭୋଜନ ଖାଇବାକୁ ଦେଇନଥିଲେ। ତେବେ ଯେଉଁ ପିଲାମାନେ ମଧ୍ୟାହ୍ନ ଭୋଜନ ଖାଇଥିଲେ ସେମାନେ ସମସ୍ତେ ଅସୁସ୍ଥ ହୋଇପଡ଼ିଥିଲେ। ପିଲାମାନଙ୍କ ପେଟରେ ଭୀଷଣ ଯନ୍ତ୍ରଣା ହେବାରୁ ସେମାନଙ୍କୁ ସ୍କୁଲ କର୍ତ୍ତୃପକ୍ଷ ଓ ସେମାନଙ୍କ ଅଭିଭାବକମାନେ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଚିକିତ୍ସା ପରେ ପିଲାମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥାରେ ଉନ୍ନତି ଘଟୁଥିବା ଜଣାପଡ଼ିଛି। ଖବର ପାଇ ଭଦ୍ରକ ଉପଜିଲ୍ଲାପାଳ ମେଡିକାଲ୍‌ ଯାଇ ପିଲାମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ପଚାରି ବୁଝିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story