ଗାଧୋଇବା ବେଳେ ବୁଡ଼ି ଗଲେ ଯୁବକ

ଆଳି (ବନମାଳୀ ସାହୁ): କେନ୍ଦ୍ରାପଡ଼ା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ନିଆଳ ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ହୋଲି ଖେଳି ସାରି ପୋଖରୀରେ ଗାଧୋଉଥିବା ବେଳେ ବୁଡ଼ି ଯାଇ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ବାବନ ପରିଡ଼ା (୧୯)। ଆଜି ସକାଳେ ବାବନ ସାଙ୍ଗମାନଙ୍କ ସହ ହୋଲି ଖେଳି ସାରି ଗାଧୋଇବାକୁ ଯାଇଥିଲେ। ଗାଧୋଇଲା ବେଳେ ହଠାତ୍‌ ତାଙ୍କ ଗୋଡ଼ ଖସି ଯାଇଥିଲା ଓ ସେ ବୁଡ଼ି ଯାଇଥିଲେ। ପରେ ଅଗ୍ନିଶମ […]

pandian999999

pandian999999

Tapaswini Nayak
  • Published: Tuesday, 10 March 2020
  • Updated: 10 March 2020, 02:48 PM IST

Sports

Latest News

ଆଳି (ବନମାଳୀ ସାହୁ): କେନ୍ଦ୍ରାପଡ଼ା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ନିଆଳ ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ହୋଲି ଖେଳି ସାରି ପୋଖରୀରେ ଗାଧୋଉଥିବା ବେଳେ ବୁଡ଼ି ଯାଇ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ବାବନ ପରିଡ଼ା (୧୯)।

ଆଜି ସକାଳେ ବାବନ ସାଙ୍ଗମାନଙ୍କ ସହ ହୋଲି ଖେଳି ସାରି ଗାଧୋଇବାକୁ ଯାଇଥିଲେ। ଗାଧୋଇଲା ବେଳେ ହଠାତ୍‌ ତାଙ୍କ ଗୋଡ଼ ଖସି ଯାଇଥିଲା ଓ ସେ ବୁଡ଼ି ଯାଇଥିଲେ। ପରେ ଅଗ୍ନିଶମ କର୍ମଚାରୀ ପହଞ୍ଚି ବାବନଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ସୂଚନାଯୋଗ୍ୟ, ଆଜି କଟକ ଜିଲ୍ଲା ୪୨ ମୌଜା ଘାଟକୂଳ ନିକଟରେ କାଠଯୋଡ଼ି ନଦୀରେ ବୁଡ଼ି ଦୁଇ ଜଣ ଯୁବକଙ୍କ ମୃତ୍ୟୁ ଘଟିଥିଲା। ସେମାନେ ହୋଲି ଖେଳି ସାରି ଗାଧୋଉଥିଲା ବେଳେ ବୁଡ଼ି ଯାଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story