୧୯ରୁ ୨୧ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରର ଶ୍ରୀଲଙ୍କା ଉପକୂଳରେ ସୃଷ୍ଟି ଲଘୁଚାପ ଗତକାଲି ଅବପାତରେ ପରିଣତ ହୋଇଛି। ଏହାର ପ୍ରଭାବରେ  ଆସନ୍ତା ୧୯ରୁ ୨୧ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ  ବର୍ଷା ହେବାର ସମ୍ଭାବନା ରହିଛି।  ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଏହି ପୂର୍ବାନୁମାନ କରିଛି। ଅନ୍ୟପକ୍ଷରେ ଆଜିଠୁ ତାପମାତ୍ରା ହ୍ରାସ ପାଇବା ସମ୍ଭାବନା ରହିଛି। ପ୍ରାୟ ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଆଗରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ […]

rain

rain

Rakesh Mallick
  • Published: Tuesday, 17 May 2016
  • Updated: 17 May 2016, 05:53 AM IST

Sports

Latest News

ଭୁବନେଶ୍ୱର: ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରର ଶ୍ରୀଲଙ୍କା ଉପକୂଳରେ ସୃଷ୍ଟି ଲଘୁଚାପ ଗତକାଲି ଅବପାତରେ ପରିଣତ ହୋଇଛି। ଏହାର ପ୍ରଭାବରେ  ଆସନ୍ତା ୧୯ରୁ ୨୧ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ  ବର୍ଷା ହେବାର ସମ୍ଭାବନା ରହିଛି।  ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଏହି ପୂର୍ବାନୁମାନ କରିଛି। ଅନ୍ୟପକ୍ଷରେ ଆଜିଠୁ ତାପମାତ୍ରା ହ୍ରାସ ପାଇବା ସମ୍ଭାବନା ରହିଛି। ପ୍ରାୟ ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଆଗରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ୭ ତାରିଖରେ କେରଳ ଉପକୂଳ ଛୁଇଁବ ବୋଲି ଆଇଏମ୍‌ଡି ପୂର୍ବାନୁମାନ କରିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story