ବଢ଼ିଲା ଚିନ୍ତା: ୧୯ ଛାତ୍ରଛାତ୍ରୀ କରୋନା ପଜିଟିଭ

ଲଇକରା(ଓଡ଼ିଶା ରିପୋର୍ଟର): କରୋନା କୋପ ଯୋଗୁ ଦୀର୍ଘ ୯ ମାସ ବନ୍ଦ ରହିବା ପରେ ଗତ ୮ ତାରିଖରୁ ଖୋଲିଥିଲା ସ୍କୁଲ। ହେଲେ ୫ ଦିନ ମଧ୍ୟରେ ଝାରସୁଗୁଡା ଜିଲ୍ଲା ଲଇକେରା ବ୍ଳକ୍‌ର ୩ଟି ହାଇସ୍କୁଲରୁ ୧୯ ଜଣ ଛାତ୍ରଛାତ୍ରୀ କରୋନା ସଂକ୍ରମିତ ହୋଇଥିବା ଖବର ମିଳିଛି । କେଜିପି ସରକାରୀ ହାଇସ୍କୁଲ , ହେମସାଗର ହାଇସ୍କୁଲ ଏବଂ ପାକେଲପଡାରେ ଥିବା ସରକାରୀ ହାଇସ୍କୁଲର ଛାତ୍ରଛାତ୍ରୀ ସଂକ୍ରମିତ ଥିବା ଜଣାପଡିଛି । ଆକ୍ରାନ୍ତ ଛାତ୍ରଛାତ୍ରୀଙ୍କୁ ହୋମ୍ ଆଇସୋଲେସନରେ […]

school

school

Niharika Rout
  • Published: Thursday, 14 January 2021
  • Updated: 15 January 2021, 01:20 PM IST

Sports

Latest News

ଲଇକରା(ଓଡ଼ିଶା ରିପୋର୍ଟର): କରୋନା କୋପ ଯୋଗୁ ଦୀର୍ଘ ୯ ମାସ ବନ୍ଦ ରହିବା ପରେ ଗତ ୮ ତାରିଖରୁ ଖୋଲିଥିଲା ସ୍କୁଲ। ହେଲେ ୫ ଦିନ ମଧ୍ୟରେ ଝାରସୁଗୁଡା ଜିଲ୍ଲା ଲଇକେରା ବ୍ଳକ୍‌ର ୩ଟି ହାଇସ୍କୁଲରୁ ୧୯ ଜଣ ଛାତ୍ରଛାତ୍ରୀ କରୋନା ସଂକ୍ରମିତ ହୋଇଥିବା ଖବର ମିଳିଛି ।

କେଜିପି ସରକାରୀ ହାଇସ୍କୁଲ , ହେମସାଗର ହାଇସ୍କୁଲ ଏବଂ ପାକେଲପଡାରେ ଥିବା ସରକାରୀ ହାଇସ୍କୁଲର ଛାତ୍ରଛାତ୍ରୀ ସଂକ୍ରମିତ ଥିବା ଜଣାପଡିଛି । ଆକ୍ରାନ୍ତ ଛାତ୍ରଛାତ୍ରୀଙ୍କୁ ହୋମ୍ ଆଇସୋଲେସନରେ ରଖାଯାଇଛି । ସ୍କୁଲରୁ କରୋନା ଚିହ୍ନଟ ହେବା ପରେ ହଷ୍ଟେଲ, ସ୍କୁଲ ଶ୍ରେଣୀ ଓ ଶୌଚାଳୟକୁ ସାନିଟାଇଜ କରାଯାଇଛି । ଛାତ୍ରଛାତ୍ରୀ କରୋନା ପଜିଟିଭ ଚିହ୍ନଟ ହେବା ପରେ ପୁରା ଜିଲ୍ଲାରେ ଚିନ୍ତା ବଢିଛି । ଲଇକେରା ବ୍ଲକ ବିଡିଓ ଓ ବିଇଓ ସ୍କୁଲକୁ ଯାଇ ସ୍ଥିତି ଅନୁଧ୍ୟାନ କରିଛନ୍ତି।

ସୂଚନାଯୋଗ୍ୟ, ଦୀର୍ଘ ୯ ମାସ ବନ୍ଦ ରହିବା ପରେ  ରାଜ୍ୟର ଦଶମ ଓ ଯୁକ୍ତ ଦୁଇ ଶେଷ ବର୍ଷ ଛାତ୍ରଛାତ୍ରୀଙ୍କୁ କେବଳ ସ୍କୁଲ ଯିବାକୁ ଅନୁମତି ମିଳିଲା । ଏଥିପାଇଁ ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ନିଆଯାଉଥିଲେ ବି କରୋନା କିପରି କାୟା ମେଲାଉଛି ତାହା ଏବେ ଚିନ୍ତାର କାରଣ ପାଲଟିଛି।

ସାମାଜିକ ଦୂରତା ପାଳନ କରି ସିଟିଂ ଆରେଞ୍ଜମେଣ୍ଟ ହୋଇଛି । ଅଭିଭାବକଙ୍କ ସହମତି ପତ୍ର ନେଇ ସ୍କୁଲରେ ଛାତ୍ରଛାତ୍ରୀ ପ୍ରବେଶ କରୁଛନ୍ତି।ଏଥିପାଇଁ ପାନୀୟ ଜଳ, ଶୌଚାଳୟ ପ୍ରସ୍ତୁତ ରଖାଯାଇଥିବା ବେଳେ ପୁରା କ୍ୟାମ୍ପସ୍‌କୁ ବିଶୋଧନ କରାଯାଇଛି।

ଏହାବ୍ୟତୀତ ପ୍ରତି କ୍ଲାସ ରୁମ୍‌ରେ ୨୦ରୁ ୨୫ ଜଣ ଛାତ୍ରଛାତ୍ରୀଙ୍କୁ ବସିବାକୁ ଅନୁମତି ଦିଆଯାଇଛି ।  କ୍ଲାସଗୁଡ଼ିକୁ ବିଭିନ୍ନ ସେକ୍ସନରେ ବିଭକ୍ତ କରାଯାଇଛି । ଭିଡ଼ ଏଡାଇବା ଲାଗି ଖାଇବା ଛୁଟି ବି  ପର୍ଯ୍ୟାୟକ୍ରମେ କରାଯାଇଛି । ପ୍ରଥମ ଦିନରୁ ହିଁ ନିର୍ଦ୍ଦିଷ୍ଟ ଭାବେ ଗୋଟିଏ ସିଟ୍‌ରେ ଛାତ୍ରଛାତ୍ରୀ ବସିବେ । ସଂକ୍ରମଣ ରୋକିବା ପାଇଁ ସାନିଟାଇଜର, ହ୍ୟାଣ୍ଡ ଓ୍ୱାସ୍ ମହଜୁଦ ରଖାଯାଇ ଥିବାବେଳେ ଥର୍ମାଲ ସ୍କ୍ରିନିଂ କରି ଛାତ୍ରଛାତ୍ରୀଙ୍କୁ ସ୍କୁଲ ଭିତରକୁ ଛଡ଼ାଯାଉଛି ।

ଯେଉଁମାନଙ୍କର କୋଭିଡ୍ ଲକ୍ଷଣ ପରିଲକ୍ଷିତ ହେବ ସେମାନଙ୍କୁ ପ୍ରତି ସ୍କୁଲ୍‌ରେ କରାଯାଇଥିବା ଆଇସୋଲେସନ୍ ରୁମ୍‌ରେ ରଖି ନିକଟସ୍ଥ ମେଡିକାଲ ଟିମ୍‌କୁ ସୂଚନା ଦେବେ କର୍ତ୍ତୃପକ୍ଷ । ସେହିପରି ପ୍ରବେଶ ପରେ ଅଧାରୁ ସ୍କୁଲ୍ ବାହାରକୁ କାହାରିକୁ ଛଡାଯିବନି । ଛୁଟି ପରେ ପୁଣିଥରେ ସବୁ ରୁମ୍‌କୁ  ସାନିଟାଇଜ କରାଯିବ ।

ଏଠାରେ ସୂଚନାଯୋଗ୍ୟ ଯେ, କୋଭିଡ‍୍‌ ମହାମାରୀ କାରଣରୁ ଗତ ମାର୍ଚ୍ଚ ମାସରୁ ରାଜ୍ୟର ଶିକ୍ଷାନୁଷ୍ଠାନଗୁଡ଼ିକ ବନ୍ଦ ରହିଥିଲା। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ବିଭିନ୍ନ ମାଧ୍ୟମରେ ଅନ‍୍‌ଲାଇନ‍୍‌ ଶିକ୍ଷାଦାନର ବ୍ୟବସ୍ଥା କରିଥିଲେ।

ଅଧିକ ପଢନ୍ତୁ : ରାଜ୍ୟ ସରକାର ସାଜିଛି ସାବତ ମା’: ସମ୍ବିତ ପାତ୍ର

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story