ପୁଣି ୧୦ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା କରୋନା। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୬୯ ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୧୦ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରେ ୪ ଜଣ ଥିବା ବେଳେ ଖୋର୍ଦ୍ଧାରେ ୨, ନୟାଗଡ଼, ରାୟଗଡ଼ା, ସମ୍ବଲପୁର ଓ ସୁନ୍ଦରଗଡ଼ରୁ ଜଣେ ଲେଖା ଆକ୍ରାନ୍ତ କରୋନାରେ ଆଖି ବୁଜିଛନ୍ତି। ସମ୍ବଲପୁର ଜିଲ୍ଲାରେ ଏହା ପ୍ରଥମ କରୋନା […]

COrona-5-2

COrona-5-2

Niharika Rout
  • Published: Thursday, 30 July 2020
  • Updated: 30 July 2020, 10:47 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା କରୋନା। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୬୯ ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

୧୦ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରେ ୪ ଜଣ ଥିବା ବେଳେ ଖୋର୍ଦ୍ଧାରେ ୨, ନୟାଗଡ଼, ରାୟଗଡ଼ା, ସମ୍ବଲପୁର ଓ ସୁନ୍ଦରଗଡ଼ରୁ ଜଣେ ଲେଖା ଆକ୍ରାନ୍ତ କରୋନାରେ ଆଖି ବୁଜିଛନ୍ତି। ସମ୍ବଲପୁର ଜିଲ୍ଲାରେ ଏହା ପ୍ରଥମ କରୋନା ମୃତ୍ୟୁ ବୋଲି ଜଣାଯାଇଛି। ମୃତ ୧୦ ଜଣଙ୍କ ମଧ୍ୟରେ ୨ ମହିଳା ଥିବା ବେଳେ ୮ ଜଣ ପୁରୁଷ ଅଛନ୍ତି।

ଗଞ୍ଜାମରେ ସମୁଦାୟ ୯୦ ଜଣ କରୋନାରେ ଆଖି ବୁଜି ସାରିଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରେ ଏହି ସଂଖ୍ୟା ୨୧ରେ ପହଞ୍ଚିଲାଣି। ଏହାବ୍ୟତୀତ ସୁନ୍ଦରଗଡ଼, ରାୟଗଡ଼ା ଜିଲ୍ଲାରେ ୭ ଜଣ ଲେଖା , ନୟାଗଡ଼ରେ ୨, ସମ୍ବଲପୁରରେ ଜଣେ କରୋନାରେ ଆଖି ବୁଜିଛନ୍ତି। କଟକ ଜିଲ୍ଲାରେ ୧୧, ଭଦ୍ରକ, ଅନୁଗୁଳ ଜିଲ୍ଲାରେ ୨ ଜଣ ଲେଖା, ବାଲେଶ୍ୱରରେ ୩, ବରଗଡ଼ରେ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇସାରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story