ରାଜ୍ୟରେ କରୋନାରେ ଗଲା ୧୦ ଜୀବନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା କରୋନା। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୯୬ ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୧୦ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଓ ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ଲେଖାଏ ଆକ୍ରାନ୍ତ ଆଖି ବୁଜିଥିବା ବେଳେ ପୁରୀ, ବାଲେଶ୍ୱର, ରାୟଗଡ଼ା ଓ ସୁନ୍ଦରଗଡ଼ରୁ ଜଣେ ଲେଖା ଆକ୍ରାନ୍ତଙ୍କର କରୋନାରେ ମୃତ୍ୟୁ ହୋଇଛି। Regret to […]

corona-vvirus

Niharika Rout
  • Published: Tuesday, 11 August 2020
  • , Updated: 11 August 2020, 02:28 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା କରୋନା। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୯୬ ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

୧୦ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଓ ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ଲେଖାଏ ଆକ୍ରାନ୍ତ ଆଖି ବୁଜିଥିବା ବେଳେ ପୁରୀ, ବାଲେଶ୍ୱର, ରାୟଗଡ଼ା ଓ ସୁନ୍ଦରଗଡ଼ରୁ ଜଣେ ଲେଖା ଆକ୍ରାନ୍ତଙ୍କର କରୋନାରେ ମୃତ୍ୟୁ ହୋଇଛି।

Related story