ଦୁଇଟି ଦୁର୍ଘଟଣାରେ ୪ ମୃତ

କେନ୍ଦୁଝର/ନୟାଗଡ଼: ନୟାଗଡ଼ ଓ କେନ୍ଦୁଝର ଜିଲ୍ଲାରେ ଘଟିଥିବା ପୃଥକ ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ନେଇ ଦୁର୍ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ନୟାଗଡ଼ ଦେଇ ଯାଇଥିବା ୫୭ ନମ୍ୱର ଜାତୀୟ ରାଜପଥର ପଣ୍ଡୁସର ନିକଟରେ ଏକ ଟାଟା ଏସି କାର୍‌ ଧକ୍କାରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିଲା। ଏହାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ଉତ୍ତ୍ୟକ୍ତ ଲୋକେ କ୍ଷତିପୂରଣ ଦାବିରେ ଏନ୍‌ଏଚ୍‌ ଅବରୋଧ କରିଥିଲେ। ସେହିପରି କେନ୍ଦୁଝର ଜିଲ୍ଲା ରଣବିଜୁଳି ଛକରେ ଏକ […]

accident banglor

accident banglor

Rakesh Mallick
  • Published: Friday, 10 March 2017
  • Updated: 10 March 2017, 11:03 PM IST

କେନ୍ଦୁଝର/ନୟାଗଡ଼: ନୟାଗଡ଼ ଓ କେନ୍ଦୁଝର ଜିଲ୍ଲାରେ ଘଟିଥିବା ପୃଥକ ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ନେଇ ଦୁର୍ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା।

ନୟାଗଡ଼ ଦେଇ ଯାଇଥିବା ୫୭ ନମ୍ୱର ଜାତୀୟ ରାଜପଥର ପଣ୍ଡୁସର ନିକଟରେ ଏକ ଟାଟା ଏସି କାର୍‌ ଧକ୍କାରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିଲା। ଏହାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ଉତ୍ତ୍ୟକ୍ତ ଲୋକେ କ୍ଷତିପୂରଣ ଦାବିରେ ଏନ୍‌ଏଚ୍‌ ଅବରୋଧ କରିଥିଲେ।

ସେହିପରି କେନ୍ଦୁଝର ଜିଲ୍ଲା ରଣବିଜୁଳି ଛକରେ ଏକ ବାଇକ ରାସ୍ତା ପାର୍ଶ୍ୱରେ ଥିବା ଏକ ଗଛରେ ପିଟି ହୋଇ ଯାଇଥିଲା। ଫଳରେ ଘଟଣାସ୍ଥଳରେ ଦୁଇ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos