ପୁରୀ(ଓଡ଼ିଶା ରିପୋର୍ଟର): ରାଜ୍ୟରେ ନୂଆ ଚିହ୍ନଟ ହୋଇଥିବା ୧୭୫ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ପୁରୀ ଜିଲ୍ଲାରୁ କେବଳ ୧୮ ଜଣ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଗିରଫ ୨ ଅଭିଯୁକ୍ତଙ୍କ ସ୍ୱାବ ନମୁନା ମଧ୍ୟ ପଜିଟିଭ ଆସିଥିବାରୁ ପୁରୀ ଜିଲ୍ଲାର ୨ଟି ଥାନାର ୧୮ କର୍ମଚାରୀଙ୍କୁ କ୍ୱାରେଣ୍ଟାଇନ୍ରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେମାନଙ୍କ ମଧ୍ୟରେ କଣାସ ଥାନାର ୧୧, ଗଡ଼ିଶାଗୋଦା ଥାନାର ୭ କର୍ମଚାରୀ ଅଛନ୍ତି।
ଗତ ୪ ଦିନ ତଳେ କଣାସ ପୁଲିସ୍ ଜଣେ ଗାଡ଼ି ଚୋରକୁ ଧରିଥିଲା। ଗଡ଼ିଶାଗଦା ପୁଲିସ୍ ମଧ୍ୟ ଜଣେ ଲୁଟେରାକୁ ଗିରଫ କରିଥିଲା। ଉଭୟ ଅଭିଯୁକ୍ତଙ୍କ ନମୁନା ପଜିଟିଭ ଆସିବା ପରେ ଏପରି ପଦକ୍ଷେପ ନିଆଯାଇଥିବା ସୂଚନା ମିଳିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।