ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠାରୁ ରାଜ୍ୟରେ ଯୁକ୍ତ ଦୁଇରେ ନାମଲେଖା ଆରମ୍ଭ ହେବ । ପ୍ରଥମ କଟ୍ ଅଫ୍ ମାର୍କ ପାଇଁ ଆଜିଠାରୁ ହାୟର ସେକେଣ୍ଡାରୀ ସ୍କୁଲ ଗୁଡ଼ିକରେ ନାଁ ଲେଖାଯିବ। ଆସନ୍ତା ୨୬ ତାରିଖ ଯାଏ ଚାଲିବ ଆଡମିଶନ ପ୍ରକ୍ରିୟା ।
କୋଭିଡ୍ ଗାଇଡଲାଇନ୍ ପାଳନ କରି ଆଡମିଶନ କରାଇବାକୁ କ୍ୟାମ୍ପସରେ ବ୍ୟବସ୍ଥା କରାଯାଇଛି । ଏହାସହ ଯେଉଁ ଛାତ୍ରଛାତ୍ରୀ ସ୍ଲାଇଡ୍ ଅପ୍ ପ୍ରକ୍ରିୟାରେ ଭାଗ ନେବାକୁ ଚାହିଁବେ ସେମାନେ ଆଡମିଶନ ପରେ ୨୧ରୁ ୨୯ ତାରିଖ ଯାଏ ଅନଲାଇନରେ ଆବେଦନ କରିପାରିବେ । ଅକ୍ଟୋବର ୩ରେ ଦ୍ୱିତୀୟ ମେରିଟ୍ ଲିଷ୍ଟ ପ୍ରକାଶ ପାଇବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଆଜିଠୁ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ, ୧୬ରୁ ପୁଣି ଚାଲିବ
ଆସନ୍ତା ୧୬ ତାରିଖଠାରୁ ପୁଣିଥରେ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଓ ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା ଅନୁସାରେ ରତ୍ନଭଣ୍ଡାର ମରାମତି ଆରମ୍ଭ ହେବ।
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।