ଆଜିଠାରୁ ଆରମ୍ଭ ହେବ ଯୁକ୍ତ ୨ ନାମଲେଖା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠାରୁ ରାଜ୍ୟରେ ଯୁକ୍ତ ଦୁଇରେ ନାମଲେଖା ଆରମ୍ଭ ହେବ । ପ୍ରଥମ କଟ୍ ଅଫ୍ ମାର୍କ ପାଇଁ ଆଜିଠାରୁ ହାୟର ସେକେଣ୍ଡାରୀ ସ୍କୁଲ ଗୁଡ଼ିକରେ ନାଁ ଲେଖାଯିବ।  ଆସନ୍ତା ୨୬ ତାରିଖ ଯାଏ ଚାଲିବ ଆଡମିଶନ ପ୍ରକ୍ରିୟା । କୋଭିଡ୍ ଗାଇଡଲାଇନ୍ ପାଳନ କରି ଆଡମିଶନ କରାଇବାକୁ କ୍ୟାମ୍ପସରେ ବ୍ୟବସ୍ଥା କରାଯାଇଛି । ଏହାସହ ଯେଉଁ ଛାତ୍ରଛାତ୍ରୀ ସ୍ଲାଇଡ୍ ଅପ୍ ପ୍ରକ୍ରିୟାରେ ଭାଗ ନେବାକୁ ଚାହିଁବେ ସେମାନେ ଆଡମିଶନ ପରେ ୨୧ରୁ ୨୯ ତାରିଖ […]

admision

admision

Niharika Rout
  • Published: Monday, 21 September 2020
  • Updated: 21 September 2020, 07:47 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠାରୁ ରାଜ୍ୟରେ ଯୁକ୍ତ ଦୁଇରେ ନାମଲେଖା ଆରମ୍ଭ ହେବ । ପ୍ରଥମ କଟ୍ ଅଫ୍ ମାର୍କ ପାଇଁ ଆଜିଠାରୁ ହାୟର ସେକେଣ୍ଡାରୀ ସ୍କୁଲ ଗୁଡ଼ିକରେ ନାଁ ଲେଖାଯିବ।  ଆସନ୍ତା ୨୬ ତାରିଖ ଯାଏ ଚାଲିବ ଆଡମିଶନ ପ୍ରକ୍ରିୟା ।

କୋଭିଡ୍ ଗାଇଡଲାଇନ୍ ପାଳନ କରି ଆଡମିଶନ କରାଇବାକୁ କ୍ୟାମ୍ପସରେ ବ୍ୟବସ୍ଥା କରାଯାଇଛି । ଏହାସହ ଯେଉଁ ଛାତ୍ରଛାତ୍ରୀ ସ୍ଲାଇଡ୍ ଅପ୍ ପ୍ରକ୍ରିୟାରେ ଭାଗ ନେବାକୁ ଚାହିଁବେ ସେମାନେ ଆଡମିଶନ ପରେ ୨୧ରୁ ୨୯ ତାରିଖ ଯାଏ ଅନଲାଇନରେ  ଆବେଦନ କରିପାରିବେ ।  ଅକ୍ଟୋବର ୩ରେ ଦ୍ୱିତୀୟ ମେରିଟ୍ ଲିଷ୍ଟ ପ୍ରକାଶ ପାଇବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story