ଇଭିଏମ୍ ଭଙ୍ଗାରୁଜା ଘଟଣା: ବିଜେପି ପ୍ରାର୍ଥୀ ଓମ୍ ପ୍ରକାଶଙ୍କ ନାଁରେ ମାମଲା

ପୁରୀ(ମଧୁସୂଦନ ମିଶ୍ର): ପୁରୀ ଜିଲ୍ଲା ବୀରକିଶୋରପୁରରେ ଇଭିଏମ୍ ଓ ଭିଭିପ୍ୟାଟ୍ ମେସିନ୍‌ ଭଙ୍ଗାରୁଜା ସହ ପ୍ରିଜାଇ଼ଡିଂ ଅଫିସରଙ୍କୁ ଦୁର୍ବ୍ୟବହାର ଘଟଣାରେ ଗଡ଼ିଶାଗୋଦା ପୁଲିସ୍‌ ୨ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ ମନୋଜ ସାମନ୍ତରାୟ ଓ ଅକ୍ଷୟ ବିଶ୍ୱାଳ। ପୁଲିସ୍ ଗୋଟିଏ ରିଭଲଭର ଓ ୬ ରାଉଣ୍ଡ ଗୁଳି ଜବତ କରିଛି। ଏହା ସହିତ ଏହି ଘଟଣାରେ ସତ୍ୟବାଦୀର ବିଜେପି ବିଧାୟକ ପ୍ରାର୍ଥୀ ଓମ୍ ପ୍ରକାଶ ମିଶ୍ରଙ୍କ ନାଁରେ ମାମଲା ରୁଜୁ କରିଛି। ଇଭିଏମ୍ ଭଙ୍ଗାରୁଜା ଘଟଣାରେ […]

EVM

EVM

Jyoshna Pradhan
  • Published: Thursday, 25 April 2019
  • Updated: 25 April 2019, 10:51 AM IST

Sports

Latest News

ପୁରୀ(ମଧୁସୂଦନ ମିଶ୍ର): ପୁରୀ ଜିଲ୍ଲା ବୀରକିଶୋରପୁରରେ ଇଭିଏମ୍ ଓ ଭିଭିପ୍ୟାଟ୍ ମେସିନ୍‌ ଭଙ୍ଗାରୁଜା ସହ ପ୍ରିଜାଇ଼ଡିଂ ଅଫିସରଙ୍କୁ ଦୁର୍ବ୍ୟବହାର ଘଟଣାରେ ଗଡ଼ିଶାଗୋଦା ପୁଲିସ୍‌ ୨ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ ମନୋଜ ସାମନ୍ତରାୟ ଓ ଅକ୍ଷୟ ବିଶ୍ୱାଳ। ପୁଲିସ୍ ଗୋଟିଏ ରିଭଲଭର ଓ ୬ ରାଉଣ୍ଡ ଗୁଳି ଜବତ କରିଛି। ଏହା ସହିତ ଏହି ଘଟଣାରେ ସତ୍ୟବାଦୀର ବିଜେପି ବିଧାୟକ ପ୍ରାର୍ଥୀ ଓମ୍ ପ୍ରକାଶ ମିଶ୍ରଙ୍କ ନାଁରେ ମାମଲା ରୁଜୁ କରିଛି।

ଇଭିଏମ୍ ଭଙ୍ଗାରୁଜା ଘଟଣାରେ ବିଧାୟକ ପ୍ରାର୍ଥୀ ଓମ୍ ପ୍ରକାଶଙ୍କ ଆଦୌ ସଂପୃକ୍ତି ନାହାନ୍ତି ବୋଲି ବରିଷ୍ଠ ବିଜେପି ନେତା କୃଷ୍ଣଚନ୍ଦ୍ର ଜଗଦ୍ଦେବ ଏକ ସାମ୍ୱାଦିକ ସମ୍ମିଳନୀରେ କହିଛନ୍ତି।

ଏନେଇ ପୁରୀ ଏସ୍‌ପି ଉମାଶଙ୍କର ଦାଶ କହିଛନ୍ତି,“ବୁଥ୍ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ଆକ୍ରମଣ କରିବା ଓ ଇଭିଏମ୍‌ ଭାଙ୍ଗିବା ଏକ ସଙ୍ଗିନ ଅପରାଧ। ଓମ୍ ପ୍ରକାଶ ମିଶ୍ରଙ୍କୁ ଧରିବା ପାଇଁ ତିନୋଟି ଟିମ୍ ଗଠନ କରାଯାଇଛି। ଖୁବ୍‌ଶୀଘ୍ର ତାଙ୍କୁ ଗିରଫ କରିବାକୁ ଚେଷ୍ଟା କରୁଛୁ। ଏଥିପାଇଁ  ବିଭିନ୍ନ ସ୍ଥାନ ଚଢ଼ାଉ ଚାଲିଛି। ଆବଶ୍ୟକ ହେଲେ ଆମେ ତାଙ୍କୁ ପଳାତକ ଘୋଷଣା ନେଇ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବୁ।”

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story