ଖୋର୍ଦ୍ଧା(ବଳରାମ ଲେଙ୍କା): ଖୋର୍ଦ୍ଧା ଜିଲ୍ଲା ଜଟଣୀ BSF କ୍ୟାମ୍ପରେ ପଶିଲା କରୋନା । ଜଟଣୀ BSF କ୍ୟାମ୍ପର ୨ ଯବାନ କରୋନା ସଂକ୍ରମିତ ହୋଇଛନ୍ତି। ଏନେଇ ସୂଚନା ଦେଇଛନ୍ତି ଜିଲ୍ଲାପାଳ ସୀତାଂଶୁ ରାଉତ ।
କ୍ୟାମ୍ପରୁ ୨୪୫ ଜଣଙ୍କ ସ୍ୱାବ୍ ଟେଷ୍ଟ ହୋଇଥିବା ବେଳେ ୨ ଯବାନ କରୋନା ସଂକ୍ରମିତ ହୋଇଥିବା ଜଣାଯାଇଛି। ସଂକ୍ରମିତ ଦୁଇ ଯବାନ କ୍ୱାରେଣ୍ଟିନରେ ଥିଲେ । ସ୍ୱାବ ରିପୋର୍ଟ ପଜିଟିଭ ଆସିବା ପରେ ସେମାନଙ୍କୁ କୋଭିଡ ହସ୍ପିଟାଲକୁ ପଠାଇ ଦିଆଯାଇଛି। ତେଣୁ କ୍ୟାମ୍ପ ସାନିଟାଇଜ ହେବା ଦରକାର ନାହିଁ ବୋଲି କୁହାଯାଇଛି । କିନ୍ତୁ ସଂକ୍ରମିତ ୨ ଯବାନ ରହୁଥିବା ରୁମ୍ର ଅନ୍ୟମାନଙ୍କର ୫ ଦିନ ପରେ ପୁଣି ଥରେ ସ୍ୱାବ ଟେଷ୍ଟ ହେବ ବୋଲି ଜିଲ୍ଲାପାଳ ସୂଚନା ଦେଇଛନ୍ତି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।