BSF କ୍ୟାମ୍ପରେ ପଶିଲା କରୋନା; ୨ ଯବାନ ପଜିଟିଭ

ଖୋର୍ଦ୍ଧା(ବଳରାମ ଲେଙ୍କା): ଖୋର୍ଦ୍ଧା ଜିଲ୍ଲା ଜଟଣୀ BSF କ୍ୟାମ୍ପରେ ପଶିଲା କରୋନା । ଜଟଣୀ BSF କ୍ୟାମ୍ପର ୨ ଯବାନ କରୋନା ସଂକ୍ରମିତ ହୋଇଛନ୍ତି। ଏନେଇ ସୂଚନା ଦେଇଛନ୍ତି ଜିଲ୍ଲାପାଳ ସୀତାଂଶୁ ରାଉତ । କ୍ୟାମ୍ପରୁ ୨୪୫ ଜଣଙ୍କ ସ୍ୱାବ୍ ଟେଷ୍ଟ ହୋଇଥିବା ବେଳେ ୨  ଯବାନ କରୋନା ସଂକ୍ରମିତ ହୋଇଥିବା ଜଣାଯାଇଛି। ସଂକ୍ରମିତ ଦୁଇ ଯବାନ କ୍ୱାରେଣ୍ଟିନରେ ଥିଲେ । ସ୍ୱାବ ରିପୋର୍ଟ ପଜିଟିଭ ଆସିବା ପରେ ସେମାନଙ୍କୁ କୋଭିଡ ହସ୍ପିଟାଲକୁ ପଠାଇ ଦିଆଯାଇଛି।  ତେଣୁ […]

corona-1

corona-1

Niharika Rout
  • Published: Sunday, 12 July 2020
  • Updated: 12 July 2020, 08:29 AM IST

Sports

Latest News

ଖୋର୍ଦ୍ଧା(ବଳରାମ ଲେଙ୍କା): ଖୋର୍ଦ୍ଧା ଜିଲ୍ଲା ଜଟଣୀ BSF କ୍ୟାମ୍ପରେ ପଶିଲା କରୋନା । ଜଟଣୀ BSF କ୍ୟାମ୍ପର ୨ ଯବାନ କରୋନା ସଂକ୍ରମିତ ହୋଇଛନ୍ତି। ଏନେଇ ସୂଚନା ଦେଇଛନ୍ତି ଜିଲ୍ଲାପାଳ ସୀତାଂଶୁ ରାଉତ ।

କ୍ୟାମ୍ପରୁ ୨୪୫ ଜଣଙ୍କ ସ୍ୱାବ୍ ଟେଷ୍ଟ ହୋଇଥିବା ବେଳେ ୨  ଯବାନ କରୋନା ସଂକ୍ରମିତ ହୋଇଥିବା ଜଣାଯାଇଛି। ସଂକ୍ରମିତ ଦୁଇ ଯବାନ କ୍ୱାରେଣ୍ଟିନରେ ଥିଲେ । ସ୍ୱାବ ରିପୋର୍ଟ ପଜିଟିଭ ଆସିବା ପରେ ସେମାନଙ୍କୁ କୋଭିଡ ହସ୍ପିଟାଲକୁ ପଠାଇ ଦିଆଯାଇଛି।  ତେଣୁ କ୍ୟାମ୍ପ ସାନିଟାଇଜ ହେବା ଦରକାର ନାହିଁ ବୋଲି କୁହାଯାଇଛି । କିନ୍ତୁ ସଂକ୍ରମିତ ୨ ଯବାନ ରହୁଥିବା ରୁମ୍‌ର ଅନ୍ୟମାନଙ୍କର ୫ ଦିନ ପରେ ପୁଣି ଥରେ ସ୍ୱାବ ଟେଷ୍ଟ ହେବ ବୋଲି ଜିଲ୍ଲାପାଳ ସୂଚନା ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story