କାଲି ପ୍ରକାଶ ପାଇବ ଯୁକ୍ତ ୨ ବାଣିଜ୍ୟ ରେଜଲ୍ଟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ୨ ବାଣିଜ୍ୟ ରେଜଲ୍ଟ । ଏହି ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ। ପୂର୍ବାହ୍ନ ୧୧ଟା ୩୦ରେ ଫଳାଫଳ ପ୍ରକାଶ ପାଇବ । କରୋନା କଟକଣା ପାଇଁ ଗତବର୍ଷ ଅପେକ୍ଷା ଏଥର ୩ ମାସ ବିଳମ୍ବରେ ପ୍ରକାଶ ପାଇବ ରେଜଲ୍ଟ । ଶେଷ ସପ୍ତାହରେ କଳା ଏବଂ ଧନ୍ଦା ମୂଳକ ଶିକ୍ଷା ଫଳ ପ୍ରକାଶ ପାଇବ ବୋଲି ଜଣାଯାଇଛି।

result-1

Niharika Rout
  • Published: Tuesday, 18 August 2020
  • , Updated: 18 August 2020, 07:34 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ୨ ବାଣିଜ୍ୟ ରେଜଲ୍ଟ । ଏହି ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ। ପୂର୍ବାହ୍ନ ୧୧ଟା ୩୦ରେ ଫଳାଫଳ ପ୍ରକାଶ ପାଇବ ।

କରୋନା କଟକଣା ପାଇଁ ଗତବର୍ଷ ଅପେକ୍ଷା ଏଥର ୩ ମାସ ବିଳମ୍ବରେ ପ୍ରକାଶ ପାଇବ ରେଜଲ୍ଟ । ଶେଷ ସପ୍ତାହରେ କଳା ଏବଂ ଧନ୍ଦା ମୂଳକ ଶିକ୍ଷା ଫଳ ପ୍ରକାଶ ପାଇବ ବୋଲି ଜଣାଯାଇଛି।

Related story