ଡମ୍ପର ପଛରେ ପିଟି ହେଲା କାର୍‌: ୨ ମୃତ, ୨ ଗୁରୁତର

ଭଦ୍ରକ (ପାର୍ଥ ସାରଥୀ ନାୟକ): ଡମ୍ପର ପଛରେ ପିଟି ହୋଇଗଲା କାର୍‌। ଚାଲିଗଲା ୨ ଜଣଙ୍କ ଜୀବନ। ଆଉ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ରବିବାର ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ୧୬ ନମ୍ବର ଜାତୀୟ ରାଜପଥର ବିଷ୍ଣୁପୁର ଛକ ନିକଟରେ। ମୃତାହତମାନେ ପଶ୍ଚିମବଙ୍ଗର। ସେମାନେ କାର୍ ଯୋଗେ ପୁରୀ ଯାଉଥିଲେ। ବିଷ୍ଣୁପୁର ଛକ ନିକଟରେ କାର୍‌ଟି ଭାରସାମ୍ୟ ହରାଇ ଏକ ଡମ୍ପର ପଛରେ ପିଟି ହୋଇଯାଇଥିଲା। ସ୍ଥାନୀୟ ଲୋକେ କାର୍‌ରେ ବସିଥିବା ୪ ବ୍ୟକ୍ତିଙ୍କୁ […]

dead body

dead body

Jitendra Garnayak
  • Published: Sunday, 24 July 2022
  • Updated: 24 July 2022, 02:56 PM IST

ଭଦ୍ରକ (ପାର୍ଥ ସାରଥୀ ନାୟକ): ଡମ୍ପର ପଛରେ ପିଟି ହୋଇଗଲା କାର୍‌। ଚାଲିଗଲା ୨ ଜଣଙ୍କ ଜୀବନ। ଆଉ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ରବିବାର ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ୧୬ ନମ୍ବର ଜାତୀୟ ରାଜପଥର ବିଷ୍ଣୁପୁର ଛକ ନିକଟରେ।

ମୃତାହତମାନେ ପଶ୍ଚିମବଙ୍ଗର। ସେମାନେ କାର୍ ଯୋଗେ ପୁରୀ ଯାଉଥିଲେ। ବିଷ୍ଣୁପୁର ଛକ ନିକଟରେ କାର୍‌ଟି ଭାରସାମ୍ୟ ହରାଇ ଏକ ଡମ୍ପର ପଛରେ ପିଟି ହୋଇଯାଇଥିଲା। ସ୍ଥାନୀୟ ଲୋକେ କାର୍‌ରେ ବସିଥିବା ୪ ବ୍ୟକ୍ତିଙ୍କୁ ଗୁରୁତର ଅବସ୍ଥାରେ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ହେଲେ ସେଠାରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିଲା।

ପୁଲିସ୍ ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story