ବାଙ୍କୀ(ସଞ୍ଜୀପ ମହାନ୍ତି) : ତୀବ୍ର ଅବପାତ ଯୋଗୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆଜି ସକାଳୁ ପ୍ରବଳ ବର୍ଷା ଲାଗି ରହିଛି। କଟକ ଜିଲ୍ଲା ବାଙ୍କୀ ଅଞ୍ଚଳରେ ମଧ୍ୟ ବର୍ଷା, ଘଡ଼ଘଡ଼ି ଲାଗି ରହିଥିବା ବେଳେ ଏକ ଦୁଃଖଦ ଘଟଣା ଘଟିଯାଇଛି। ବଜ୍ରପାତ ଯୋଗୁ ବିଲରେ କାମ କରୁଥିବା ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ଅଛନ୍ତି।
ସୂଚନାଯୋଗ୍ୟ, ଆଜି ସକାଳୁ ବର୍ଷା ଲାଗି ରହିଥିବା ବେଳେ ଦୋଳଣାପୁର ନିକଟରେ ବିଲରେ ୬ ଜଣ କାମ କରୁଥିଲେ। ଉକ୍ତ ସମୟରେ ବଜ୍ରପାତ ହେବାରୁ ସମସ୍ତ ଏକ ଗଛ ତଳେ ଆଶ୍ରୟ ନେଇଥିଲେ। ଉକ୍ତ ସମୟରେ ବଜ୍ରପାତ ମାରିବାରୁ ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଛି। ସେମାନଙ୍କ ବ୍ୟତୀତ ୪ ଜଣ ଗୁରୁତର ହୋଇ ପଡ଼ିଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣ ବାଙ୍ଗୀ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିବା ବେଳେ ଜଣଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ବିଲକୁ ଯାଉଥିବାବେଳେ ଦୋଳଣାପୁର ନିକଟରେ ବଜ୍ରପାତ ହେବାରୁ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଓଏଏସ୍ ବଦଳି: ମଧୁମିତା ନାୟକ ଇଏସଆଇ ନିର୍ଦ୍ଦେଶିକା
ବରିଷ୍ଠ ଓଏଏସ୍ ଅଫିସରସ୍ତରରେ ଅଦଳବଦଳ। ଅଶୋକ କୁମାର ପଣ୍ଡାଙ୍କୁ କ୍ରୀଡ଼ା ଓ ଯୁବବ୍ୟାପାର ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି।
Miscellaneous
ଡିଜିପି ସମ୍ମିଳନୀ ପାଇଁ ଲୋକସେବା ଭବନରେ କଟକଣା: କେବଳ ମନ୍ତ୍ରୀ-ସଚିବଙ୍କ କାରକୁ ମିଳିବ ପାର୍କିଂ ଅନୁମତି
ପୁଲିସ ଡିଜି ସମ୍ମିଳନୀ ପାଇଁ ବୁଧବାରଠୁ ଲୋକସେବା ଭବନରେ ବିଭିନ୍ନ କଟକଣା ଜାରି ହେବ। ପାର୍କିଂ ପାଇଁ ଆବଶ୍ୟକ ଗାଇଡଲାଇନ୍ ଜାରି କଲେ ଗୃହ ବିଭାଗର ସ୍ୱତନ୍ତ୍ର ସଚିବ ଆର୍.କେ ଶର୍ମା।
Crime
ବୈକୁଣ୍ଠଧାମ ଆଶ୍ରମରେ ଚାଲୁଥିଲା ଯୌନ ଉତ୍ପୀଡନ!
ଅଭିଯୋଗ ଅନୁସାରେ ଥରେ ଲୀନାଙ୍କୁ ଫୋନ୍ କରୁଥିବା ଆଶ୍ରମର ବାବା କ୍ରିଷ୍ଣ ମାଧବଙ୍କ ସହ ଯୋଗାଯୋଗ କରିଥିଲେ ଜିତେନ। ଏଥିପାଇଁ ସେ ୨,୦୦,୦୦୦ ଟଙ୍କା ମାଗିଲା। ୨,୦୦,୦୦୦ ଟଙ୍କା ଦେଲେ ଲୀନାଙ୍କୁ ଛାଡ଼ିଦେବି ବୋଲି କ୍ରିଷ୍ଣା କହିଥିଲେ।
Miscellaneous
୨୯ ଅପରାହ୍ନରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ
ସାଧାରଣ ସଭାକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ, ରାଜଭବନ ପର୍ଯ୍ୟନ୍ତ ରୋଡ୍ ସୋ। ଦଳୀୟ ସାଂସଦ, ମନ୍ତ୍ରୀ, ବିଧାୟକ ଓ ବରିଷ୍ଠ ପଦାଧିକାରୀଙ୍କୁ ଦେବେ ଗୁରୁମନ୍ତ୍ର।