Advertisment

ଟ୍ରକ୍‌-ସ୍କୁଟି ମୁହାଁମୁହିଁ ଧକ୍କା; ୨ମୃତ

ସୁବର୍ଣ୍ଣପୁର(ରବୀନ୍ଦ୍ର ହୋତା): ସୋନପୁର-ବଲାଙ୍ଗିର ରାସ୍ତାର ସିଆଲଜୁରୀ କୁକୁଡାଯୋର ସେତୁ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌-ସ୍କୁଟି ମୁହାଁମୁହିଁ ଧକ୍କା ହେବାରୁ ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଦ୍ୱୟଙ୍କ ପରିଚୟ ମିଳିପାରି ନାହିଁ। ଆଜି ସକାଳେ ଏକ ସ୍କୁଟିରେ ୨ ଜଣ ବଲାଙ୍ଗିରରୁ ସୋନପୁର ଅଭିମୁଖେ ଯାଉଥିଲେ। ହେଲେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ୍‌ ସହ ମୁହାଁମୁହିଁ ଧକ୍କା ହେବାରୁ  ଘଟଣାସ୍ଥଳରେ ହିଁ ସେମାନଙ୍କ ମୃତ୍ୟୁ ଘଟିଥିଲା। ଦୁର୍ଘଟଣା ପରେ ଘଟଣାସ୍ଥଳରୁ ଟ୍ରକ୍‌ […]

ବାଇକ୍‌-ଲୁନା ମୁହାଁମୁହିଁ ଧକ୍କା

accident1

Advertisment

ସୁବର୍ଣ୍ଣପୁର(ରବୀନ୍ଦ୍ର ହୋତା): ସୋନପୁର-ବଲାଙ୍ଗିର ରାସ୍ତାର ସିଆଲଜୁରୀ କୁକୁଡାଯୋର ସେତୁ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌-ସ୍କୁଟି ମୁହାଁମୁହିଁ ଧକ୍କା ହେବାରୁ ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଦ୍ୱୟଙ୍କ ପରିଚୟ ମିଳିପାରି ନାହିଁ।

Advertisment

ଆଜି ସକାଳେ ଏକ ସ୍କୁଟିରେ ୨ ଜଣ ବଲାଙ୍ଗିରରୁ ସୋନପୁର ଅଭିମୁଖେ ଯାଉଥିଲେ। ହେଲେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ୍‌ ସହ ମୁହାଁମୁହିଁ ଧକ୍କା ହେବାରୁ  ଘଟଣାସ୍ଥଳରେ ହିଁ ସେମାନଙ୍କ ମୃତ୍ୟୁ ଘଟିଥିଲା। ଦୁର୍ଘଟଣା ପରେ ଘଟଣାସ୍ଥଳରୁ ଟ୍ରକ୍‌ ଡ୍ରାଇଭର ଫେରାର୍ ହୋଇଯାଇଛି।

ଖ‍ବର ପାଇ ସୋନପୁର ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପଇଁ ପଠାଇଛି। ଏଥିସହ ଘଟଣାର ତଦନ୍ତ ଆରମ୍ଭ କରିଛି।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe