ନଦୀରୁ ମିଳିଲା ବସ୍ତା, ଥିଲା ୨ଟି ମୃତଦେହ

କେନ୍ଦୁଝର (ପ୍ରଣୟ କୁମାର ପାଣି): କେନ୍ଦୁଝର ଜିଲ୍ଲା ବାରିଆ ଥାନା ଅନ୍ତର୍ଗତ ବୈତରଣୀ ନଦୀର ଫୁଲକଁଳେଇ ଖଲି ଚଉପତି ଘାଟରେ ବସ୍ତାରେ ବନ୍ଧା ଅବସ୍ଥାରେ ଦୁଇଟି ଅଚିହ୍ନା ଶବ ଉଦ୍ଧାର ହୋଇଛି। ମୃତକଙ୍କ ମଧ୍ୟରେ ଜଣେ ପୁରୁଷ ଓ ଜଣେ ମହିଳା  ଅଛନ୍ତି। ତେବେ ସେମାନଙ୍କ ପରିଚୟ ମିଳିପାରି ନାହିଁ। ପ୍ରାଥମିକ ତଦନ୍ତରୁ ଏହା ଏକ ହତ୍ୟାକାଣ୍ଡ ବୋଲି ପୁଲିସ୍‌ ସନ୍ଦେହ କରୁଛି। ନଦୀ ଅପରପାର୍ଶ୍ୱରେ ମୟୂରଭଞ୍ଜ ଜିଲ୍ଲାର ରରୁଆଁ ଥାନା ଅଞ୍ଚଳ ହୋଇଥିବା ବେଳେ ସେଠାରେ […]

deadbody

deadbody

Niharika Rout
  • Published: Saturday, 08 February 2020
  • Updated: 08 February 2020, 02:05 PM IST

Sports

Latest News

କେନ୍ଦୁଝର (ପ୍ରଣୟ କୁମାର ପାଣି): କେନ୍ଦୁଝର ଜିଲ୍ଲା ବାରିଆ ଥାନା ଅନ୍ତର୍ଗତ ବୈତରଣୀ ନଦୀର ଫୁଲକଁଳେଇ ଖଲି ଚଉପତି ଘାଟରେ ବସ୍ତାରେ ବନ୍ଧା ଅବସ୍ଥାରେ ଦୁଇଟି ଅଚିହ୍ନା ଶବ ଉଦ୍ଧାର ହୋଇଛି। ମୃତକଙ୍କ ମଧ୍ୟରେ ଜଣେ ପୁରୁଷ ଓ ଜଣେ ମହିଳା  ଅଛନ୍ତି। ତେବେ ସେମାନଙ୍କ ପରିଚୟ ମିଳିପାରି ନାହିଁ।

ପ୍ରାଥମିକ ତଦନ୍ତରୁ ଏହା ଏକ ହତ୍ୟାକାଣ୍ଡ ବୋଲି ପୁଲିସ୍‌ ସନ୍ଦେହ କରୁଛି। ନଦୀ ଅପରପାର୍ଶ୍ୱରେ ମୟୂରଭଞ୍ଜ ଜିଲ୍ଲାର ରରୁଆଁ ଥାନା ଅଞ୍ଚଳ ହୋଇଥିବା ବେଳେ ସେଠାରେ କେହି ଉଭୟଙ୍କୁ ହତ୍ୟା କରି ବସ୍ତାରେ ବାନ୍ଧି ଆଣି ନଦୀରେ ଫିଙ୍ଗି ଦେଇଥିବା ପୁଲିସ୍‌ ସନ୍ଦେହ କରୁଛି। ଘଟଣାସ୍ଥଳରେ ପୁଲିସ୍‌ ପହଞ୍ଚି ନଦୀରୁ ବନ୍ଧା ହୋଇଥିବା ବସ୍ତାକୁ ଉଦ୍ଧାର କରି ଖୋଲିଥିଲା। ତେବେ ମୃତଦେହଦ୍ୱୟ ପଚି ଯାଇଥିବାରୁ ସେମାନଙ୍କ ପରିଚୟ ମିଳିବାରେ କଷ୍ଟ ହେଉଛି।

କିଏ, କାହିଁକି  ଓ କେଉଁଠି ଏପରି ନୃଶଂସ କାଣ୍ଡ ଘଟାଇଛି, ତାହା ଖୁବ୍‌ ଶୀଘ୍ର ଜଣାପଡ଼ିବ ବୋଲି ଚମ୍ପୁଆ ଏସ୍‌ଡ଼ିପିଓ ହରିହର ପାଣି କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story