ବ୍ରିଜ୍‌ରେ ପିଟି ହୋଇ ନାଳକୁ ଖସିଲା ବାଇକ୍

ରେଢ଼ାଖୋଲ(ରମାକାନ୍ତ ମହାନନ୍ଦ): ସମ୍ବଲପୁର ଜିଲ୍ଲା ରେଢାଖୋଲରେ ଗତକାଲି ବିଳମ୍ବିତ ରାତିରେ ଏକ  ଦୁର୍ଘଟଣାରେ ୨ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ଦ୍ରୁତ ଗତିରେ ଆସୁଥିବା ଏକ ବାଇକ୍‌ ଭାରସାମ୍ୟ ହରାଇ ନାଳକୁ ଖସି ପଡ଼ିଥିବା ବେଳେ ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାଯାଇଛି। ମୃତକଦ୍ୱୟ ସ୍ଥାନୀୟ ଅଞ୍ଚଳର ରାମଚନ୍ଦ୍ର ପ୍ରଧାନ ଓ ଅଭିଜିତ ପାଣିଗ୍ରାହୀ ବୋଲି ଜଣାପଡ଼ିଛି। ସୂଚନାଯୋଗ୍ୟ, ଗତକାଲି ବିଳମ୍ବିତ ରାତିରେ ରାମଚନ୍ଦ୍ର ଓ ଅଭିଜିତ ବାଇକ୍‌ ଯୋଗେ ଘରକୁ ଫେରୁଥିଲେ। ମାତ୍ର ନାକଟିଦେଉଳ […]

accident

accident

Niharika Rout
  • Published: Thursday, 19 November 2020
  • Updated: 19 November 2020, 08:52 AM IST

Sports

Latest News

ରେଢ଼ାଖୋଲ(ରମାକାନ୍ତ ମହାନନ୍ଦ): ସମ୍ବଲପୁର ଜିଲ୍ଲା ରେଢାଖୋଲରେ ଗତକାଲି ବିଳମ୍ବିତ ରାତିରେ ଏକ  ଦୁର୍ଘଟଣାରେ ୨ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ଦ୍ରୁତ ଗତିରେ ଆସୁଥିବା ଏକ ବାଇକ୍‌ ଭାରସାମ୍ୟ ହରାଇ ନାଳକୁ ଖସି ପଡ଼ିଥିବା ବେଳେ ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାଯାଇଛି। ମୃତକଦ୍ୱୟ ସ୍ଥାନୀୟ ଅଞ୍ଚଳର ରାମଚନ୍ଦ୍ର ପ୍ରଧାନ ଓ ଅଭିଜିତ ପାଣିଗ୍ରାହୀ ବୋଲି ଜଣାପଡ଼ିଛି।

ସୂଚନାଯୋଗ୍ୟ, ଗତକାଲି ବିଳମ୍ବିତ ରାତିରେ ରାମଚନ୍ଦ୍ର ଓ ଅଭିଜିତ ବାଇକ୍‌ ଯୋଗେ ଘରକୁ ଫେରୁଥିଲେ। ମାତ୍ର ନାକଟିଦେଉଳ ରାସ୍ତାର ଡିମିରିକୁଦାଠାରେ ଥିବା ଏକ ବୁଲାଣି ପୋଲ ନିକଟରେ ବାଇକ୍‌ଟି ପୋଲ ବାଡ଼ାରେ ପିଟିହୋଇଯାଇଥିଲ। ଏହାପରେ ବାଇକ୍‌ ସହ ୨ ଯୁବକ ତଳକୁ ଖସି ପଡ଼ିଥିଲେ। ରାତିରେ ଉଭୟ ଘରକୁ ନ ଫେରିବାରୁ ପରିବାର ଲୋକେ ବହୁ ଖୋଜାଖୋଜି କରିଥିଲେ ମଧ୍ୟ ସେମାନଙ୍କ ସନ୍ଧାନ ପାଇପାରି ନ ଥିଲେ।

ଆଜି ସକାଳୁ କିଛି ସ୍ଥାନୀୟ ଲୋକ ନାଳରେ ୨ ମୃତଦେହ ଭାସୁଥିବା ଦେଖି ପୁଲିସ୍‌କୁ ଖବର ଦେଇଥିଲେ। ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ୨ ମୃତଦେହ ଓ ବାଇକ୍‌ ଉଦ୍ଧାର କରିଛି। ଉଭୟଙ୍କ ପରିବାର ଲୋକ ପହଞ୍ଚି ମୃତଦେହ ଚିହ୍ନଟ କରିବା ପରେ ବ୍ୟବଚ୍ଛେଦ ନିମନ୍ତେ ପଠାଯାଇଥିବା ଜଣାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story