ରାତିରେ ଶୋଇଥିବା ବେଳେ କାମୁଡ଼ି ଦେଲା ସାପ

ମାଲକାନଗିରି(ଜିତେନ୍ଦ୍ର ବେଉରା): ମାଲକାନଗିରି ଜିଲ୍ଲା ପଡିଆ ବ୍ଲକ୍‌ କାପନପଲ୍ଲୀ ଗାଁରେ ସାପ କାମୁଡ଼ାରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଶିଶୁ ଗୁରୁତର ଆହତ ହୋଇଛି। ମୃତକ ଦୁଇଜଣ ମହିଳା ବୋଲି ଜଣାପଡ଼ିଛି। ସେମାନେ ହେଲେ ଦେବେ ମାଡ଼ି ଓ ରାଧେ ମାଡ଼ି। ଶିଶୁଟିକୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଗତକାଲି ରାତିରେ ଶୋଇଥିବା ତିନି ଜଣଙ୍କୁ ସାପ କାମୁଡ଼ି ଦେଇଥିଲା।  ସେମାନଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନା ନେବାବେଳେ ବାଟରେ ଦୁଇ ଜଣ ମହିଳାଙ୍କର ମୃତ୍ୟୁ ଘଟିଥିଲା।

snake-1..

Tapaswini Nayak
  • Published: Saturday, 21 September 2019
  • , Updated: 21 September 2019, 11:47 AM IST

ମାଲକାନଗିରି(ଜିତେନ୍ଦ୍ର ବେଉରା): ମାଲକାନଗିରି ଜିଲ୍ଲା ପଡିଆ ବ୍ଲକ୍‌ କାପନପଲ୍ଲୀ ଗାଁରେ ସାପ କାମୁଡ଼ାରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଶିଶୁ ଗୁରୁତର ଆହତ ହୋଇଛି।

ମୃତକ ଦୁଇଜଣ ମହିଳା ବୋଲି ଜଣାପଡ଼ିଛି। ସେମାନେ ହେଲେ ଦେବେ ମାଡ଼ି ଓ ରାଧେ ମାଡ଼ି। ଶିଶୁଟିକୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଗତକାଲି ରାତିରେ ଶୋଇଥିବା ତିନି ଜଣଙ୍କୁ ସାପ କାମୁଡ଼ି ଦେଇଥିଲା।  ସେମାନଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନା ନେବାବେଳେ ବାଟରେ ଦୁଇ ଜଣ ମହିଳାଙ୍କର ମୃତ୍ୟୁ ଘଟିଥିଲା।

Related story