୨ ଜଣଙ୍କୁ ଦଳିଦେଲା ହାତୀ

<p>ଢେଙ୍କାନାଳ(ଓଡ଼ିଶା ରିପୋର୍ଟର): ଢେଙ୍କାନାଳ ଜିଲ୍ଲାର ୨ଟି ସ୍ଥାନରେ ହାତୀ ଆକ୍ରମଣରେ ଆଜି ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଗଁଦିଆ ଥାନା ଅନ୍ତର୍ଗତ ଦାମଦରନାଳି ଗାଁର ନିରଞ୍ଜନ ମହାନ୍ତି ଶୌଚ ପାଇଁ ଯାଇଥିବା ବେଳେ ହାତୀ ଆକ୍ରମଣର ଶିକାର ହୋଇଥିଲେ। ହାତୀ ଦଳି ଦେବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଏହାକୁ ନେଇ ଗାଁରେ ଉତ୍ତେଜନା ଦେଖାଦେଇଛି। ମୃତକଙ୍କ ପରିବାରକୁ କ୍ଷତିପୂରଣ ଦେବା ପାଇଁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।</p> <p>ସେହିଭଳି ସଦର ଥାନା ଅନ୍ତର୍ଗତ ଚାଉଳିଆ ଗାଁରେ ମଧ୍ୟ ହାତୀ ଆକ୍ରମଣରେ ଜଣକର ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ଅଚ୍ୟୁତ ରାଉତ।</p>

Ordigital Desk
  • Published: Thursday, 12 April 2018
  • Updated: 12 April 2018, 08:58 AM IST

Sports

Latest News

<p>ଢେଙ୍କାନାଳ(ଓଡ଼ିଶା ରିପୋର୍ଟର): ଢେଙ୍କାନାଳ ଜିଲ୍ଲାର ୨ଟି ସ୍ଥାନରେ ହାତୀ ଆକ୍ରମଣରେ ଆଜି ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଗଁଦିଆ ଥାନା ଅନ୍ତର୍ଗତ ଦାମଦରନାଳି ଗାଁର ନିରଞ୍ଜନ ମହାନ୍ତି ଶୌଚ ପାଇଁ ଯାଇଥିବା ବେଳେ ହାତୀ ଆକ୍ରମଣର ଶିକାର ହୋଇଥିଲେ। ହାତୀ ଦଳି ଦେବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଏହାକୁ ନେଇ ଗାଁରେ ଉତ୍ତେଜନା ଦେଖାଦେଇଛି। ମୃତକଙ୍କ ପରିବାରକୁ କ୍ଷତିପୂରଣ ଦେବା ପାଇଁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।</p><p>ସେହିଭଳି ସଦର ଥାନା ଅନ୍ତର୍ଗତ ଚାଉଳିଆ ଗାଁରେ ମଧ୍ୟ ହାତୀ ଆକ୍ରମଣରେ ଜଣକର ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ଅଚ୍ୟୁତ ରାଉତ।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos