୨ ଜଣଙ୍କୁ ଦଳିଦେଲା ହାତୀ

Ordigital Desk
  • Published: Thursday, 12 April 2018
  • , Updated: 12 April 2018, 08:58 AM IST
<p>ଢେଙ୍କାନାଳ(ଓଡ଼ିଶା ରିପୋର୍ଟର): ଢେଙ୍କାନାଳ ଜିଲ୍ଲାର ୨ଟି ସ୍ଥାନରେ ହାତୀ ଆକ୍ରମଣରେ ଆଜି ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଗଁଦିଆ ଥାନା ଅନ୍ତର୍ଗତ ଦାମଦରନାଳି ଗାଁର ନିରଞ୍ଜନ ମହାନ୍ତି ଶୌଚ ପାଇଁ ଯାଇଥିବା ବେଳେ ହାତୀ ଆକ୍ରମଣର ଶିକାର ହୋଇଥିଲେ। ହାତୀ ଦଳି ଦେବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଏହାକୁ ନେଇ ଗାଁରେ ଉତ୍ତେଜନା ଦେଖାଦେଇଛି। ମୃତକଙ୍କ ପରିବାରକୁ କ୍ଷତିପୂରଣ ଦେବା ପାଇଁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।</p> <p>ସେହିଭଳି ସଦର ଥାନା ଅନ୍ତର୍ଗତ ଚାଉଳିଆ ଗାଁରେ ମଧ୍ୟ ହାତୀ ଆକ୍ରମଣରେ ଜଣକର ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ଅଚ୍ୟୁତ ରାଉତ।</p>

Related story