ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା,୨ ମୃତ

ନୂଆପଡ଼ା(ମାୟାଧର ସରାଫ୍): ନୂଆପଡ଼ା ଜିଲ୍ଲା ଧରମବନ୍ଧା ଥାନା ଅର୍ନ୍ତଗତ ଖୁଟବନଭେରୀ ଗାଁ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଗତକାଲି ବିଳମ୍ୱିତ ରାତିରେ ଦୁଇଟି ବାଇକ୍ ମୁହାଁମୁହିଁ ଧକ୍କା ହେବାରୁ ଦୁଇ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି। ସେମାନଙ୍କୁ ପ୍ରଥମେ ଗୁରୁତର ଅବସ୍ଥାରେ ନୂ‌ଆପଡ଼ା ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଡାକ୍ତର ସେଠାରେ ଉଭୟଙ୍କୁ ମୃତ ଘୋଷଣା କରିଥିଲେ।  ମୃତକ ହେଲେ କୋଦୋପାଲି ଗାଁର ମୋହନ ବରିହା ଏବଂ ଡେରା ଗାଁର ନୃତନ ରାଉତ।  ଧରମ ବନ୍ଧା […]

Accident ୧୨

Accident ୧୨

Rakesh Mallick
  • Published: Saturday, 26 May 2018
  • Updated: 26 May 2018, 11:12 AM IST

ନୂଆପଡ଼ା(ମାୟାଧର ସରାଫ୍): ନୂଆପଡ଼ା ଜିଲ୍ଲା ଧରମବନ୍ଧା ଥାନା ଅର୍ନ୍ତଗତ ଖୁଟବନଭେରୀ ଗାଁ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଗତକାଲି ବିଳମ୍ୱିତ ରାତିରେ ଦୁଇଟି ବାଇକ୍ ମୁହାଁମୁହିଁ ଧକ୍କା ହେବାରୁ ଦୁଇ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି।

ସେମାନଙ୍କୁ ପ୍ରଥମେ ଗୁରୁତର ଅବସ୍ଥାରେ ନୂ‌ଆପଡ଼ା ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଡାକ୍ତର ସେଠାରେ ଉଭୟଙ୍କୁ ମୃତ ଘୋଷଣା କରିଥିଲେ।  ମୃତକ ହେଲେ କୋଦୋପାଲି ଗାଁର ମୋହନ ବରିହା ଏବଂ ଡେରା ଗାଁର ନୃତନ ରାଉତ।  ଧରମ ବନ୍ଧା ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos