ଭାରସାମ୍ୟ ହରାଇ ଓଲଟିଲା ପିଆଜ ବୋଝେଇ ମିନି ଟ୍ରକ୍‌,୨ମୃତ

କେନ୍ଦ୍ରାପଡ଼ା(ଓଡ଼ିଶା ରିପୋର୍ଟର): କେନ୍ଦ୍ରାପଡ଼ା ଏସ୍‌ପି ଅଫିସ୍ ନିକଟରେ ସୋମବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ମିନି ଟ୍ରକ ଓଲଟି ପଡିବାରୁ ୨ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ କେନ୍ଦ୍ରାପଡା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।   ମୃତକ ହେଲେ ଡ୍ରାଇଭର ରମେଶ ସ୍ୱାଇଁ ଓ ପବିତ୍ର ସୁତାର। ରମେଶଙ୍କ ଘର ବାଲିପଡାରେ ହୋଇଥିବା ବେଳେ ପବିତ୍ରଙ୍କ ଘର ପଟ୍ଟାମୁଣ୍ଡାଇ ଅଞ୍ଚଳରେ। ଗତକାଲି ରାତିରେ ଭୁବନେଶ୍ୱରରୁ ଏକ ମିନି ଟ୍ରକରେ ପିଆଜ ବୋଝେଇ କରି […]

accident 2

accident 2

Rakesh Mallick
  • Published: Monday, 12 March 2018
  • Updated: 12 March 2018, 02:28 PM IST

Sports

Latest News

କେନ୍ଦ୍ରାପଡ଼ା(ଓଡ଼ିଶା ରିପୋର୍ଟର): କେନ୍ଦ୍ରାପଡ଼ା ଏସ୍‌ପି ଅଫିସ୍ ନିକଟରେ ସୋମବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ମିନି ଟ୍ରକ ଓଲଟି ପଡିବାରୁ ୨ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ କେନ୍ଦ୍ରାପଡା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।   ମୃତକ ହେଲେ ଡ୍ରାଇଭର ରମେଶ ସ୍ୱାଇଁ ଓ ପବିତ୍ର ସୁତାର। ରମେଶଙ୍କ ଘର ବାଲିପଡାରେ ହୋଇଥିବା ବେଳେ ପବିତ୍ରଙ୍କ ଘର ପଟ୍ଟାମୁଣ୍ଡାଇ ଅଞ୍ଚଳରେ।

ଗତକାଲି ରାତିରେ ଭୁବନେଶ୍ୱରରୁ ଏକ ମିନି ଟ୍ରକରେ ପିଆଜ ବୋଝେଇ କରି ପଟ୍ଟାମୁଣ୍ଡାଇ ଫେରୁଥିଲା। କଟକ-ଚାନ୍ଦବାଲି ରାସ୍ତାର ଏସପି ଅଫିସ ନିକଟରେ ଗାଡିଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା।

https://www.youtube.com/watch?v=dXq7cFa31KQ

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story