/odisha-reporter/media/post_attachments/uploads/2020/10/accident-3.jpg)
accident
ଉମରକୋଟ(କାର୍ତ୍ତିକ ମଲ୍ଲିକ): ଜଣେ ସମ୍ପର୍କୀୟଙ୍କ ଦଶାହରେ ଯୋଗ ଦେବାକୁ ଯାଉଥିବା ବେଳେ ଘାଟିରେ ଭାରସାମ୍ୟ ହରାଇ ଏକ ଅଟୋ ଓଲଟି ପଡିଛି। ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୫ରୁ ଅଧିକ ଆହତ ହୋଇଛନ୍ତି। ନବରଙ୍ଗପୁର ଜିଲ୍ଲା ଉମରକୋଟ ଚନ୍ଦାହାଣ୍ଡି ଘାଟିରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି।
Advertisment
ଆହତଙ୍କ ମଧ୍ୟରେ ୩ରୁ ୪ ଜଣ ଶିଶୁ ଥିବା ଜଣାପଡ଼ିଛି। କେତେକଙ୍କ ଅବସ୍ଥା ଗୁରୁତର ଥିବାରୁ ମୃତ୍ୟୁ ସଂଖ୍ୟା ବଢ଼ିବାର ଆଶଙ୍କା କରାଯାଉଛି। ଆହତଙ୍କୁ ଝରିଗାଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
