Advertisment

ଦଶାହରେ ଯୋଗ ଦେବାକୁ ଯାଉଥିଲେ, ଓଲଟିଗଲା ଅଟୋ

ଉମରକୋଟ(କାର୍ତ୍ତିକ ମଲ୍ଲିକ): ଜଣେ ସମ୍ପର୍କୀୟଙ୍କ ଦଶାହରେ ଯୋଗ ଦେବାକୁ ଯାଉଥିବା ବେଳେ ଘାଟିରେ ଭାରସାମ୍ୟ ହରାଇ ଏକ ଅଟୋ ଓଲଟି ପଡିଛି। ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୫ରୁ ଅଧିକ ଆହତ ହୋଇଛନ୍ତି। ନବରଙ୍ଗପୁର ଜିଲ୍ଲା ଉମରକୋଟ ଚନ୍ଦାହାଣ୍ଡି ଘାଟିରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଆହତଙ୍କ ମଧ୍ୟରେ ୩ରୁ ୪ ଜଣ ଶିଶୁ ଥିବା ଜଣାପଡ଼ିଛି। କେତେକଙ୍କ ଅବସ୍ଥା ଗୁରୁତର ଥିବାରୁ ମୃତ୍ୟୁ ସଂଖ୍ୟା ବଢ଼ିବାର ଆଶଙ୍କା କରାଯାଉଛି। ଆହତଙ୍କୁ ଝରିଗାଁ ହସ୍ପିଟାଲରେ ଭର୍ତ୍ତି […]

ଦଶାହରେ ଯୋଗ ଦେବାକୁ ଯାଉଥିଲେ, ଓଲଟିଗଲା ଅଟୋ

accident

Advertisment

ଉମରକୋଟ(କାର୍ତ୍ତିକ ମଲ୍ଲିକ): ଜଣେ ସମ୍ପର୍କୀୟଙ୍କ ଦଶାହରେ ଯୋଗ ଦେବାକୁ ଯାଉଥିବା ବେଳେ ଘାଟିରେ ଭାରସାମ୍ୟ ହରାଇ ଏକ ଅଟୋ ଓଲଟି ପଡିଛି। ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୫ରୁ ଅଧିକ ଆହତ ହୋଇଛନ୍ତି। ନବରଙ୍ଗପୁର ଜିଲ୍ଲା ଉମରକୋଟ ଚନ୍ଦାହାଣ୍ଡି ଘାଟିରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି।

Advertisment

ଆହତଙ୍କ ମଧ୍ୟରେ ୩ରୁ ୪ ଜଣ ଶିଶୁ ଥିବା ଜଣାପଡ଼ିଛି। କେତେକଙ୍କ ଅବସ୍ଥା ଗୁରୁତର ଥିବାରୁ ମୃତ୍ୟୁ ସଂଖ୍ୟା ବଢ଼ିବାର ଆଶଙ୍କା କରାଯାଉଛି। ଆହତଙ୍କୁ ଝରିଗାଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

Roadaccident
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe