ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ଭୁଶୁଡ଼ି ପଡ଼ିଲା କୋଠା

କୁଚିଣ୍ଡା(ଓଡ଼ିଶା ରିପୋର୍ଟର): ସମ୍ବଲପୁର ଜିଲ୍ଲା କୁଚିଣ୍ଡାରେ ନିର୍ମାଣାଧୀନ କୋଠା ଭୁଶୁଡ଼ି ପଡ଼ିବାରୁ ଦୁଇ ରାଜମିସ୍ତ୍ରୀ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ବୁର୍ଲା ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ମିଳିଥିବା ସୂଚନା ଅନୁସାରେ,  ଆଜି ଜମନକିରା ଯୁକ୍ତ ତିନି ମହାବିଦ୍ୟାଳୟର ଏକ କୋଠା ନିର୍ମାଣ କାର୍ଯ୍ୟ ଚାଲିଥିଲା। ହଠାତ ଏହାର ଛାତଟି ଭୁଶୁଡ଼ି ପଡ଼ିଥିଲା। ଏହି ସମୟରେ ଏଠାରେ କାମ କରୁଥିବା କିଛି ଶ୍ରମିକ ଅଳ୍ପକେ ରକ୍ଷା ପାଇ ଯାଇଥିଲେ। ତେବେ ଛାତ ତଳେ ଚାପି ହୋଇ ଦୁଇ […]

college building

college building

Tapaswini Nayak
  • Published: Thursday, 30 December 2021
  • Updated: 30 December 2021, 02:28 PM IST

Sports

Latest News

କୁଚିଣ୍ଡା(ଓଡ଼ିଶା ରିପୋର୍ଟର): ସମ୍ବଲପୁର ଜିଲ୍ଲା କୁଚିଣ୍ଡାରେ ନିର୍ମାଣାଧୀନ କୋଠା ଭୁଶୁଡ଼ି ପଡ଼ିବାରୁ ଦୁଇ ରାଜମିସ୍ତ୍ରୀ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ବୁର୍ଲା ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।

ମିଳିଥିବା ସୂଚନା ଅନୁସାରେ,  ଆଜି ଜମନକିରା ଯୁକ୍ତ ତିନି ମହାବିଦ୍ୟାଳୟର ଏକ କୋଠା ନିର୍ମାଣ କାର୍ଯ୍ୟ ଚାଲିଥିଲା। ହଠାତ ଏହାର ଛାତଟି ଭୁଶୁଡ଼ି ପଡ଼ିଥିଲା। ଏହି ସମୟରେ ଏଠାରେ କାମ କରୁଥିବା କିଛି ଶ୍ରମିକ ଅଳ୍ପକେ ରକ୍ଷା ପାଇ ଯାଇଥିଲେ। ତେବେ ଛାତ ତଳେ ଚାପି ହୋଇ ଦୁଇ ଜଣ ରାଜମିସ୍ତ୍ରୀ ଗୁରୁତର ଆହତ ହୋଇଥିଲେ। କୋଠାଟି କେମିତି ଓ କେଉଁ ପରିସ୍ଥିତିରେ ଭୁଶୁଡ଼ି ପଡିଲା ସେ ନେଇ ସୂଚନା ମିଳି ନାହିଁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story