୨ ଲକ୍ଷରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀ ଦେଲେ ଯୁକ୍ତଦୁଇ କଳା ପରୀକ୍ଷା

ଭୁବନେଶ୍ୱର: ଆଜିଠାରୁ ଯୁକ୍ତଦୁଇ କଳା ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନରେ ଛାତ୍ରଛାତ୍ରୀମାନେ ଇଂରାଜୀ ବିଷୟରେ ପରୀକ୍ଷା ଦେଇଛନ୍ତି। ଚଳିତ ବର୍ଷ ରାଜ୍ୟର ୨ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଯୁକ୍ତ ଦୁଇ କଳା ପରୀକ୍ଷା ଦେଇଛନ୍ତି। ପରୀକ୍ଷାର ସୁପରିଚାଳନା ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। କପିକୁ ରୋକିବା ପାଇଁ ସ୍ୱତନ୍ତ୍ର ସ୍କ୍ୱାର୍ଡ ବ୍ୟବସ୍ଥା ରହିଛି। ପରୀକ୍ଷା ପୂର୍ବାହ୍ନ ୧୦ଟାରୁ ଆରମ୍ଭ ହୋଇ ଦିନ ଗୋଟାଏ ଯାଏ ଚାଲିଥିଲା। ସକାଳ ସାଢ଼େ […]

plus two exam

plus two exam

Rakesh Mallick
  • Published: Thursday, 03 March 2016
  • Updated: 03 March 2016, 11:20 AM IST

ଭୁବନେଶ୍ୱର: ଆଜିଠାରୁ ଯୁକ୍ତଦୁଇ କଳା ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନରେ ଛାତ୍ରଛାତ୍ରୀମାନେ ଇଂରାଜୀ ବିଷୟରେ ପରୀକ୍ଷା ଦେଇଛନ୍ତି। ଚଳିତ ବର୍ଷ ରାଜ୍ୟର ୨ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଯୁକ୍ତ ଦୁଇ କଳା ପରୀକ୍ଷା ଦେଇଛନ୍ତି।

ପରୀକ୍ଷାର ସୁପରିଚାଳନା ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। କପିକୁ ରୋକିବା ପାଇଁ ସ୍ୱତନ୍ତ୍ର ସ୍କ୍ୱାର୍ଡ ବ୍ୟବସ୍ଥା ରହିଛି। ପରୀକ୍ଷା ପୂର୍ବାହ୍ନ ୧୦ଟାରୁ ଆରମ୍ଭ ହୋଇ ଦିନ ଗୋଟାଏ ଯାଏ ଚାଲିଥିଲା। ସକାଳ ସାଢ଼େ ୯ଟାରେ ପରୀକ୍ଷାର୍ଥୀମାନେ ପରୀକ୍ଷା କେନ୍ଦ୍ରରେ ପ୍ରବେଶ କରିଥିଲେ। ୯ଟା ୪୫ରେ ଖାତା ଦିଆଯାଇଥିଲା ।

ଗତକାଲିଠାରୁ ଯୁକ୍ତଦୁଇ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନରେ ବିଜ୍ଞାନ ବିଭାଗର ଇଂରାଜୀ ବିଷୟ ପରୀକ୍ଷା  ହୋଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story