ପୋଲିସ-ମାଓବାଦୀ ଗୁଳି ବିନିମୟ, ୨ ମାଓବାଦୀ ମୃତ

ବଲାଙ୍ଗିର(ମନୋରଞ୍ଜନ ଯୋଶୀ):ବଲାଙ୍ଗିର ଜିଲ୍ଲା ବେଲପଡ଼ା ବ୍ଳକ ଡୁଡୁକାମାଲରେ ପୋଲିସ-ମାଓବାଦୀ ଗୁଳି ବିନିମୟ ହୋଇଛି। ଏଥିରେ ୨ଜଣ ମାଓବାଦୀଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଜଣେ କ୍ୟାଡର ମାଓବାଦୀ ଥିବା କୁହାଯାଉଛି।  ତାଙ୍କ ନାଁରେ ୨୫ରୁ ଅଧିକ ମାମଲା ଥିବା କୁହାଯାଉଛି। ସୂଚନା ଅନୁସାରେ ଡ଼ୁଡ଼ୁକାମାଲ ଜଙ୍ଗଲରେ ମାଓବାଦୀ ଥିବା ଖବର ପାଇବା ପରେ ପୋଲିସ ପକ୍ଷରୁ ସେଠାରେ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା।  ପରେ ଉଭୟଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏବେବି ଉକ୍ତ ଅଞ୍ଚଳରେ ପୋଲିସର […]

bolangir

bolangir

Rakesh Mallick
  • Published: Sunday, 13 May 2018
  • Updated: 13 May 2018, 07:46 AM IST

Sports

Latest News

ବଲାଙ୍ଗିର(ମନୋରଞ୍ଜନ ଯୋଶୀ):ବଲାଙ୍ଗିର ଜିଲ୍ଲା ବେଲପଡ଼ା ବ୍ଳକ ଡୁଡୁକାମାଲରେ ପୋଲିସ-ମାଓବାଦୀ ଗୁଳି ବିନିମୟ ହୋଇଛି। ଏଥିରେ ୨ଜଣ ମାଓବାଦୀଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଜଣେ କ୍ୟାଡର ମାଓବାଦୀ ଥିବା କୁହାଯାଉଛି।  ତାଙ୍କ ନାଁରେ ୨୫ରୁ ଅଧିକ ମାମଲା ଥିବା କୁହାଯାଉଛି।

ସୂଚନା ଅନୁସାରେ ଡ଼ୁଡ଼ୁକାମାଲ ଜଙ୍ଗଲରେ ମାଓବାଦୀ ଥିବା ଖବର ପାଇବା ପରେ ପୋଲିସ ପକ୍ଷରୁ ସେଠାରେ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା।  ପରେ ଉଭୟଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏବେବି ଉକ୍ତ ଅଞ୍ଚଳରେ ପୋଲିସର ସର୍ଚ୍ଚ ଅପରେସନ ଜାରି ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos