ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଓଡ଼ିଶାରୁ ନୂଆଦିଲ୍ଲୀକୁ ଚାଲିବ ଆଉ ୨ଟି ସ୍ୱତନ୍ତ୍ର ଟ୍ରେନ। ୧୭ ତାରିଖରୁ ଚାଲିବ ଭୁବନେଶ୍ୱର-ଆନନ୍ଦବିହାର ସ୍ପେଶାଲ ଟ୍ରେନ। ଏହି ଟ୍ରେନ୍ ପ୍ରତି ଶନିବାର ଅପରାହ୍ନ ୧୨ଟା ୪୫ରେ ଭୁବନେଶ୍ୱର ଛାଡ଼ିବ। ୧୯ ତାରିଖରୁ ପ୍ରତି ସୋମବାର ସକାଳ ୭ଟା ୫ରେ ଆନନ୍ଦବିହାରରୁ ଛାଡିବ। ୨୧ ତାରିଖରୁ ଦୂରନ୍ତ ଏକ୍ସପ୍ରେସ ପ୍ରତି ବୁଧବାର ସକାଳ ୭ଟା ୪୦ରେ ଭୁବନେଶ୍ୱର ଛାଡ଼ିବ। ୨୨ ତାରିଖରୁ ପ୍ରତି ଗୁରୁବାର ଅପରାହ୍ନ ୧୨ଟା ୫୫ରେ ନୂଆଦିଲ୍ଲୀରୁ ଛାଡ଼ିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।