ଓଡ଼ିଶାରୁ ନୂଆଦିଲ୍ଲୀକୁ ଚାଲିବ ଆଉ ୨ଟି ସ୍ୱତନ୍ତ୍ର ଟ୍ରେନ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଓଡ଼ିଶାରୁ ନୂଆଦିଲ୍ଲୀକୁ ଚାଲିବ ଆଉ ୨ଟି ସ୍ୱତନ୍ତ୍ର ଟ୍ରେନ। ୧୭ ତାରିଖରୁ ଚାଲିବ ଭୁବନେଶ୍ୱର-ଆନନ୍ଦବିହାର ସ୍ପେଶାଲ ଟ୍ରେନ। ଏହି ଟ୍ରେନ୍‌ ପ୍ରତି ଶନିବାର ଅପରାହ୍ନ ୧୨ଟା ୪୫ରେ ଭୁବନେଶ୍ୱର ଛାଡ଼ିବ। ୧୯ ତାରିଖରୁ ପ୍ରତି ସୋମବାର ସକାଳ ୭ଟା ୫ରେ ଆନନ୍ଦବିହାରରୁ ଛାଡିବ। ୨୧ ତାରିଖରୁ ଦୂରନ୍ତ ଏକ୍ସପ୍ରେସ ପ୍ରତି ବୁଧବାର ସକାଳ ୭ଟା ୪୦ରେ ଭୁବନେଶ୍ୱର ଛାଡ଼ିବ। ୨୨ ତାରିଖରୁ ପ୍ରତି ଗୁରୁବାର ଅପରାହ୍ନ ୧୨ଟା ୫୫ରେ ନୂଆଦିଲ୍ଲୀରୁ ଛାଡ଼ିବ।

train

Manoranjan Sial
  • Published: Friday, 09 October 2020
  • , Updated: 09 October 2020, 06:37 PM IST

Related story