ମାଲକାନଗିରି(ଜିତେନ୍ଦ୍ର ବେଉରା): ନକ୍ସଲଙ୍କ ସହିଦ ସପ୍ତାହରେ ମାଲକାନଗିରି ପୁଲିସ୍କୁ ଏକ ବଡ଼ ସଫଳତା ମିଳିଛି। ଦୁଇ କ୍ୟାଡର୍ ନକ୍ସଲ ଏସ୍ପିଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି। ସେମାନେ ହେଲେ ମୁକେଶ ଓ ରତ୍ନା।
ଏହି ଦୁଇ ଜଣ ନକ୍ସଲଙ୍କ ମିଲିଟାରୀ ପ୍ଲାଟୁନ୍ରେ କାମ କରୁଥିଲେ। ମୁକେଶ ନାଁରେ ୪ ଲକ୍ଷ ଓ ରତ୍ନା ନାଁରେ ଲକ୍ଷେ ଟଙ୍କା ପୁରସ୍କାର ରାଶି ଥିଲା। ଉଭୟ ପ୍ରାୟ ୪୦ଟି ନକ୍ସଲ ହିଂସାକାଣ୍ଡରେ ସାମିଲ ଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।