ରାଜଧାନୀର ଦୁଇଟି ଅଞ୍ଚଳ କଣ୍ଟେନମେଣ୍ଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଗତକାଲି ରାଜଧାନୀରୁ ୨୪୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏହା ବିଏମ୍‌ସିର ଚିନ୍ତା ବଢ଼ାଇ ଦେଇଥିବା ବେଳେ କରୋନା ସଂକ୍ରମଣ ରୋକିବା ପାଇଁ ଭୁବନେଶ୍ୱର ବିଜେବି ନଗର, ହରିନଗର ବସ୍ତି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ ଭାବେ ଘୋଷଣା କରାଯାଇଛି। କରୋନା ପଜିଟିଭ୍ ବାହାରିବା ପରେ ବିଏମସି ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି। ସଂପୃକ୍ତ ଅଞ୍ଚଳକୁ ସାନିଟାଇଜ୍ କରାଯିବା ସହ କଣ୍ଟା୍ସ ଟ୍ରେସିଂ ମଧ୍ୟ କରାଯାଉଛି। ବଡ଼ଗଡ଼ କେନାଲଠାରୁ ଗାୟତ୍ରୀ ମନ୍ଦିର, ଗାୟତ୍ରୀ […]

bbsr

bbsr

Tapaswini Nayak
  • Published: Saturday, 25 July 2020
  • Updated: 25 July 2020, 08:43 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଗତକାଲି ରାଜଧାନୀରୁ ୨୪୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏହା ବିଏମ୍‌ସିର ଚିନ୍ତା ବଢ଼ାଇ ଦେଇଥିବା ବେଳେ କରୋନା ସଂକ୍ରମଣ ରୋକିବା ପାଇଁ ଭୁବନେଶ୍ୱର ବିଜେବି ନଗର, ହରିନଗର ବସ୍ତି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ ଭାବେ ଘୋଷଣା କରାଯାଇଛି। କରୋନା ପଜିଟିଭ୍ ବାହାରିବା ପରେ ବିଏମସି ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି। ସଂପୃକ୍ତ ଅଞ୍ଚଳକୁ ସାନିଟାଇଜ୍ କରାଯିବା ସହ କଣ୍ଟା୍ସ ଟ୍ରେସିଂ ମଧ୍ୟ କରାଯାଉଛି।

ବଡ଼ଗଡ଼ କେନାଲଠାରୁ ଗାୟତ୍ରୀ ମନ୍ଦିର, ଗାୟତ୍ରୀ ମନ୍ଦିରଠାରୁ ସ୍କଲାର ବଏଜ୍ ହଷ୍ଟେଲ ପର୍ଯ୍ୟନ୍ତ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି। ସେହିପରି ସ୍କଲାର ବଏଜ୍ ହଷ୍ଟେଲଠାରୁ ହରିନଗର ବସ୍ତି ପ୍ରବେଶ ପଥ, ହରିନଗର ବସ୍ତି ପ୍ରବେଶ ପଥରୁ ବଡ଼ଗଡ଼ କେନାଲ ପର୍ଯ୍ୟନ୍ତ ଲାଗୁ ହୋଇଛି କଣ୍ଟେନମେଣ୍ଟ କଟକଣା।

ସୂଚନାଯୋଗ୍ୟ, ଗତକାଲି ରାଜଧାନୀରୁ ୨୪୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ତେବେ ବିଜେବି ନଗର ମହିଷାଖାଲ ବସ୍ତିରୁ ସର୍ବାଧିକ ୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story