ଟ୍ରକ୍‌କୁ ପଛରୁ ପିଟିଲା ବସ୍‌; ୨ ମୃତ, ୨୦ ଆହତ

ଭଦ୍ରକ (ଓଡ଼ିଶା ରିପୋର୍ଟର): ଭଦ୍ରକ ଜିଲ୍ଲା ଚରମ୍ପା ନିକଟରେ ୧୬ ନମ୍ବର ଜାତୀୟ ରାଜପଥରେ ଏକ ତୀର୍ଥଯାତ୍ରୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ଏକ ବାଉଁଶ ବୋଝେଇ ଟ୍ରକ୍‌କୁ ପଛରୁ ଧକ୍କା ଦେଇଥିଲା। ଏଥିରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦ ଜଣ ଆହତ ହୋଇଛନ୍ତି। ଦୁଇ ମୃତକଙ୍କ ମଧ୍ୟରେ ଡ୍ରାଇଭର ବି ଅଛନ୍ତି। ଆହତଙ୍କ ମଧ୍ୟରେ ଅଧିକାଂଶ ମହିଳା ଅଛନ୍ତି। ଜଣେ ଗୁରୁତର ଆହତଙ୍କୁ କଟକ ବଡ଼ ଡାକ୍ତରଖାନା ସ୍ଥାନାନ୍ତରିତ କରାଯାଇଥିବା ବେଳେ ଅନ୍ୟମାନଙ୍କୁ […]

bus2

bus2

Jitendra Garnayak
  • Published: Sunday, 07 October 2018
  • Updated: 07 October 2018, 12:02 PM IST

Sports

Latest News

ଭଦ୍ରକ (ଓଡ଼ିଶା ରିପୋର୍ଟର): ଭଦ୍ରକ ଜିଲ୍ଲା ଚରମ୍ପା ନିକଟରେ ୧୬ ନମ୍ବର ଜାତୀୟ ରାଜପଥରେ ଏକ ତୀର୍ଥଯାତ୍ରୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ଏକ ବାଉଁଶ ବୋଝେଇ ଟ୍ରକ୍‌କୁ ପଛରୁ ଧକ୍କା ଦେଇଥିଲା। ଏଥିରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦ ଜଣ ଆହତ ହୋଇଛନ୍ତି।

ଦୁଇ ମୃତକଙ୍କ ମଧ୍ୟରେ ଡ୍ରାଇଭର ବି ଅଛନ୍ତି।

ଆହତଙ୍କ ମଧ୍ୟରେ ଅଧିକାଂଶ ମହିଳା ଅଛନ୍ତି। ଜଣେ ଗୁରୁତର ଆହତଙ୍କୁ କଟକ ବଡ଼ ଡାକ୍ତରଖାନା ସ୍ଥାନାନ୍ତରିତ କରାଯାଇଥିବା ବେଳେ ଅନ୍ୟମାନଙ୍କୁ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

bus2‘ଅମିତ୍‌’ ନାମକ ଏହି ବସ୍‌ଟି ୬୦ ଜଣ ତୀର୍ଥଯାତ୍ରୀଙ୍କୁ ଧରି ଉତ୍ତର ପ୍ରଦେଶରୁ ଆସୁଥିଲା। ସମସ୍ତ ତୀର୍ଥଯାତ୍ରୀ ଉତ୍ତର ପ୍ରଦେଶର ବାରବାଙ୍କିର। ସେମାନେ ପୁରୀ ଆସୁଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story