ଭଦ୍ରକ (ଓଡ଼ିଶା ରିପୋର୍ଟର): ଭଦ୍ରକ ଜିଲ୍ଲା ଚରମ୍ପା ନିକଟରେ ୧୬ ନମ୍ବର ଜାତୀୟ ରାଜପଥରେ ଏକ ତୀର୍ଥଯାତ୍ରୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍ଟି ଏକ ବାଉଁଶ ବୋଝେଇ ଟ୍ରକ୍କୁ ପଛରୁ ଧକ୍କା ଦେଇଥିଲା। ଏଥିରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦ ଜଣ ଆହତ ହୋଇଛନ୍ତି।
ଦୁଇ ମୃତକଙ୍କ ମଧ୍ୟରେ ଡ୍ରାଇଭର ବି ଅଛନ୍ତି।
ଆହତଙ୍କ ମଧ୍ୟରେ ଅଧିକାଂଶ ମହିଳା ଅଛନ୍ତି। ଜଣେ ଗୁରୁତର ଆହତଙ୍କୁ କଟକ ବଡ଼ ଡାକ୍ତରଖାନା ସ୍ଥାନାନ୍ତରିତ କରାଯାଇଥିବା ବେଳେ ଅନ୍ୟମାନଙ୍କୁ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
‘ଅମିତ୍’ ନାମକ ଏହି ବସ୍ଟି ୬୦ ଜଣ ତୀର୍ଥଯାତ୍ରୀଙ୍କୁ ଧରି ଉତ୍ତର ପ୍ରଦେଶରୁ ଆସୁଥିଲା। ସମସ୍ତ ତୀର୍ଥଯାତ୍ରୀ ଉତ୍ତର ପ୍ରଦେଶର ବାରବାଙ୍କିର। ସେମାନେ ପୁରୀ ଆସୁଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ବବିଙ୍କ ଭାଇ ଭବ ଅଟକ; ଅଧାରାତିରେ ଉଠାଇ ଆଣିଲା ପୁଲିସ
ଯାଜପୁର ବିରଜା ହାଟରେ ଜଣେ ବ୍ୟବସାୟୀଙ୍କୁ ଧମକ ଦେବା ସହ ମାଡ଼ ମାରିବ ଅଭିଯୋଗରେ ପୁଲିସ ତାଙ୍କୁ ଅଟକ ରଖିଥିବା ଜଣାଯାଇଛି।
Events & Festivals
ଆଜି ପ୍ରଥମାଷ୍ଟମୀ, ପୋଢୁଆଁ ହେବେ ବଡ଼ ଠାକୁର
ଆଜି ପ୍ରଥମାଷ୍ଟମୀରେ ପୋଢୁଆଁ ହେବେ ବଡ଼ ଠାକୁର ବଳଭଦ୍ର।
Miscellaneous
ରାଜ୍ୟ କର୍ମଚାରୀଙ୍କୁ ପୂର୍ଣ୍ଣାଙ୍ଗ ପେନସନ୍ ମିଳିବାରେ ବିଳମ୍ବ: ମୁଖ୍ୟ ସଚିବ କ୍ଷୁବ୍ଧ, ମାଗିଲେ ମାସିକିଆ ରିପୋର୍ଟ
ଯଦି କୌଣସି କର୍ମଚାରୀଙ୍କ ବିରୁଦ୍ଧରେ ବିଭାଗୀୟ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଅବା ଭିଜିଲାନ୍ସ ମାମଲା ଥାଏ ତା’ହେଲେ ସମ୍ପୃକ୍ତ କର୍ମଚାରୀଙ୍କ ଅବସର ଗ୍ରହଣର ଯଥେଷ୍ଟ ପୂର୍ବରୁ ତାକୁ ଫଏସଲା କରିବା ପାଇଁ ସମ୍ପୃକ୍ତ ବିଭାଗସ୍ତରରେ ପଦକ୍ଷେପ ଗ୍ରହଣ କରାଯିବା ଏକାନ୍ତ ଆବଶ୍ୟକ ।
Crime
ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡ
ପରିବାର ଲୋକେ ଖବର ପାଇ ଝିଅକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ।
Politics
ଆଦାନୀ ଲାଂଚ ଅଭିଯୋଗ ମାମଲା: ଓଡ଼ିଶାରେ କଂଗ୍ରେସ-ବିଜେଡି ମୁହାଁମୁହିଁ, ମାପିଚୁପି ମତ ରଖିଲା ବିଜେପି
ଆମେରିକୀୟ କୋର୍ଟରେ ଯେଉଁ ଅଭିଯୋଗ ହୋଇଛି ସେଥିରେ ଓଡ଼ିଶା ସରକାରୀ ଅଫିସିଆଲଙ୍କ ସମ୍ପୃକ୍ତିର ଅଭିଯୋଗ ଥିବାବେଳେ ଏବେ କ୍ଷମତାରେ ନଥିବା ବିଜେଡି କାହାକୁ କ୍ଲିନଚିଟ୍ ଦେବାକୁ ଉଦ୍ୟମ କରୁଛି । ଯଦି କୌଣସି ଅଭିଯୋଗ ଆସିଛି ତା’ର ସମସ୍ତ ପ୍ରକାରର ତଦନ୍ତକୁ ସ୍ୱାଗତ କରିବା ପରିବର୍ତ୍ତେ ଏହାକୁ ଭିତ୍ତିହୀନ ଓ ଅସତ୍ୟ ବୋଲି କହି କ’ଣ ପ୍ରମାଣ କରିବାକୁ ବିଜେଡି ଚାହୁଁଛି ।